• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 24th January 2024: ଏହି ରାଶିର ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟ ସମସ୍ୟା ଉପନ୍ନ ହୋଇପାରେ...

ସୌର ମକରମାସ ପୌଷ ଶୁକ୍ଳପକ୍ଷ । ଇଂରାଜୀ ୨୪ ତାରିଖ ବୁଧବାର ଚନ୍ଦ୍ର- ମିଥୁନ ରାତ୍ରି ୦୧.୪୭ ଗତେ କର୍କଟ। ତିଥି- ୧୪ଶୀ ରାତ୍ରି ୦୯.୫୦ ଗତେ ପୂର୍ଣ୍ଣିମା। ଘାତଚନ୍ଦ୍ର- କନ୍ୟା ରାଶିର ରାତ୍ରି ୦୧.୪୭ ପର୍ଯ୍ୟନ୍ତ।

Taurus

ବୃଷ

Wednesday 24 Jan 2024

କୃତିକା- ବ୍ୟବସାୟରେ ଲାଭବାନ୍ ହେବେ । ସାଂସାରିକ ଜୀବନରେ ଚିନ୍ତିତ ରହିବେ । କର୍ମ କରିବା ଶୈଳୀରେ ପରିବର୍ତନ ଆଣିବେ ଓ କର୍ମ ପାଇଁ ସମ୍ମାନିତ ହେବେ । ମାନସିକ ଅବସାଦ ମନକୁ ଭାରାକ୍ରାନ୍ତ କରିବ ।

ରୋହିଣୀ- ସବୁ ସମାଧାନକୁ ଦୃଢ ଭାବରେ ମୁକାବିଲା କରିବେ । ବିଶିଷ୍ଟ ବ୍ୟକ୍ତିଙ୍କ ସହିତ ଅଚାନକ ସାକ୍ଷାତ ହେବ । ପ୍ରେମ ପ୍ରସଙ୍ଗ ପ୍ରତି ଆକର୍ଷଣ ବଢିବ

ମୃଗଶିରା- ସଡକ ଦୁର୍ଘଟଣାର ସମ୍ଭାବନା ରହିଛି । ରାଜନୀତିରେ ଆର୍ଥିକ ଲାଭ ହୋଇପାରେ । ସତ୍ସଙ୍ଗ ଓ ଦେବତା ଦର୍ଶନରେ ମନ ନିବେଶ କରିବେ । ଅନ୍ୟର ସାହାଯ୍ୟରେ ଅଟକି ରହିଥିବା କାମକୁ ସପୂର୍ଣ୍ଣ କରିବେ ।

ପ୍ରତିକାର – ନାଲି ରଙ୍ଗର ଗାଇକୁ ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :