• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 24th January 2024: ଏହି ରାଶିର ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟ ସମସ୍ୟା ଉପନ୍ନ ହୋଇପାରେ...

ସୌର ମକରମାସ ପୌଷ ଶୁକ୍ଳପକ୍ଷ । ଇଂରାଜୀ ୨୪ ତାରିଖ ବୁଧବାର ଚନ୍ଦ୍ର- ମିଥୁନ ରାତ୍ରି ୦୧.୪୭ ଗତେ କର୍କଟ। ତିଥି- ୧୪ଶୀ ରାତ୍ରି ୦୯.୫୦ ଗତେ ପୂର୍ଣ୍ଣିମା। ଘାତଚନ୍ଦ୍ର- କନ୍ୟା ରାଶିର ରାତ୍ରି ୦୧.୪୭ ପର୍ଯ୍ୟନ୍ତ।

Aquarius

କୁମ୍ଭ

Wednesday 24 Jan 2024

ଧନିଷ୍ଠା- ପ୍ରେମ ଜୀବନ ମଧୁର ମୟ ରହିବ । ବ୍ୟବସାୟରେ ନୂଆ ପ୍ରସ୍ତାବ ଉପରେ ବିଚାର କରିବେ । କର୍ମ କ୍ଷେତ୍ରରେ ଅବହେଳା ପ୍ରଦର୍ଶନ କରିବେ ।

ଶତଭିଷା- ଛାତ୍ରଛାତ୍ରୀଙ୍କ ଲେଖାପଢାରେ ବାଧା ଦୂର ହେବ । ମାନମର୍ଯ୍ୟାଦାରେ ଅଭିବୃଦ୍ଧି ଘଟିବ । ସୂର୍ଣ୍ଣ ଅଳଙ୍କାର କିଣି ଖୁସି ଅନୁଭବ କରିପାରନ୍ତି । ଆପଣଙ୍କ ବିଚାରକୁ ସକାରତ୍ମକ ରଖନ୍ତୁ ।

ପୂ,ଭାଦ୍ରପଦ- ଟଙ୍କା, ପଇସାକୁ ନେଇ ଆପଣଙ୍କ ଚିନ୍ତା ଦୂର ହେବ । କୌଣସି ଅସ୍ଥାୟୀ କାର୍ଯ୍ୟ ସ୍ଥାୟୀ ହୋଇପାରେ । କୌଣସି ପୁରୁଣା ବିବାଦର ସମ୍ମୁଖିନ କରିବାକୁ ପଡିବ

ପ୍ରତିକାର – ଦକ୍ଷିଣ କାଳିଙ୍କ ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :