• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 24th January 2024: ଏହି ରାଶିର ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟ ସମସ୍ୟା ଉପନ୍ନ ହୋଇପାରେ...

ସୌର ମକରମାସ ପୌଷ ଶୁକ୍ଳପକ୍ଷ । ଇଂରାଜୀ ୨୪ ତାରିଖ ବୁଧବାର ଚନ୍ଦ୍ର- ମିଥୁନ ରାତ୍ରି ୦୧.୪୭ ଗତେ କର୍କଟ। ତିଥି- ୧୪ଶୀ ରାତ୍ରି ୦୯.୫୦ ଗତେ ପୂର୍ଣ୍ଣିମା। ଘାତଚନ୍ଦ୍ର- କନ୍ୟା ରାଶିର ରାତ୍ରି ୦୧.୪୭ ପର୍ଯ୍ୟନ୍ତ।

Pisces

ମୀନ

Wednesday 24 Jan 2024

ପୂ,ଭାଦ୍ରପଦ- ବ୍ୟବସାୟୀ ନିଜର ଜରୁରୀ କାଗଜ ପତ୍ର ସମ୍ଭାଳି ରଖନ୍ତୁ । ସ୍ୱାସ୍ଥ୍ୟ ପାଇଁ ଖର୍ଚ୍ଚ କରିବାକୁ ପଡିପାରେ । କୌଣସି ମହତ୍ୱପୂର୍ଣ୍ଣ ଦାୟିତ୍ୱ ସମ୍ପର୍ଣ୍ଣ କରିପାରନ୍ତି ।

ଉ,ଭାଦ୍ରପଦ- ବିରୋଧୀମାନଙ୍କ ସହ ଦୃଢ ମୁକାବିଲା କରିବେ । ଚାକିରି କ୍ଷେତ୍ରରେ ମନସ୍କାମନା ପୂରଣ ହେବ । ରାଜନେତା ନୂଆ କାର୍ଯ୍ୟ ଭାର ଗ୍ରହଣ କରିବେ । ସାମାଜିକ କ୍ଷେତ୍ରରେ ଯଶ ବଢିବ ।

ରେବତୀ- ମନ ଚାହୁଁଥିବା କାମରେ ପ୍ରତିବନ୍ଧକ ସୃଷ୍ଟି ହେବ । ପରିଶ୍ରମ କରିଲେ ବଳକା କାମ ପୂରା ହେବ । କୋର୍ଟକଚେରୀ ମାମଲାଠୁ ଦୂରରେ ରୁହନ୍ତୁ ।

ପ୍ରତିକାର – ବିଷ୍ଣୁଙ୍କ ପୂଜା, ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :