• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 24th January 2024: ଏହି ରାଶିର ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟ ସମସ୍ୟା ଉପନ୍ନ ହୋଇପାରେ...

ସୌର ମକରମାସ ପୌଷ ଶୁକ୍ଳପକ୍ଷ । ଇଂରାଜୀ ୨୪ ତାରିଖ ବୁଧବାର ଚନ୍ଦ୍ର- ମିଥୁନ ରାତ୍ରି ୦୧.୪୭ ଗତେ କର୍କଟ। ତିଥି- ୧୪ଶୀ ରାତ୍ରି ୦୯.୫୦ ଗତେ ପୂର୍ଣ୍ଣିମା। ଘାତଚନ୍ଦ୍ର- କନ୍ୟା ରାଶିର ରାତ୍ରି ୦୧.୪୭ ପର୍ଯ୍ୟନ୍ତ।

Gemini

ମିଥୁନ

Wednesday 24 Jan 2024

ମୃଗଶିରା- ସ୍ୱାସ୍ଥ୍ୟ ସମସ୍ୟା ଉପନ୍ନ ହୋଇପାରେ । ଆପଣ ଟିକେ ଆଳସ୍ୟ ଅନୁଭବ କରିବେ । ନୂତନ ଭାବରେ ଆରମ୍ଭ କରୁଥିବା କାର୍ଯ୍ୟରେ ବ୍ୟସ୍ତ ରହିବେ ।

ଆଦ୍ରା- କୌଣସି ସହପାଠୀ ଆପଣଙ୍କର ସାହାଯ୍ୟ ଆଶା କରିପାରନ୍ତି । ଚାକିରିରେ ପଦ ମର୍ଯ୍ୟଦା ପ୍ରାପ୍ତ ହୋଇପାରେ । ଛାତ୍ରଛାତ୍ରୀମାନେ ମାନସିକ ସ୍ତରରେ ଖୁସି ରହିବେ

ପୁନର୍ବସୁ- କୌଣସି କଥାକୁ ନେଇ ମତାନ୍ତର ଦେଖାଦେଇ ପାରେ । ମନରେ ଦବି ରହିଥିବା କଥା ସମ୍ମୁଖକୁ ଆଣନ୍ତୁ । ସରକାରୀ କାମରେ ସଫଳତା ପାଇବେ । ଲୋକେ ଆପଣଙ୍କ ବ୍ୟକ୍ତିତକୁ ପ୍ରେରଣା ଦେବେ

ପ୍ରତିକାର – ମା ଦତାତ୍ରେୟଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :