• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 24th January 2024: ଏହି ରାଶିର ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟ ସମସ୍ୟା ଉପନ୍ନ ହୋଇପାରେ...

ସୌର ମକରମାସ ପୌଷ ଶୁକ୍ଳପକ୍ଷ । ଇଂରାଜୀ ୨୪ ତାରିଖ ବୁଧବାର ଚନ୍ଦ୍ର- ମିଥୁନ ରାତ୍ରି ୦୧.୪୭ ଗତେ କର୍କଟ। ତିଥି- ୧୪ଶୀ ରାତ୍ରି ୦୯.୫୦ ଗତେ ପୂର୍ଣ୍ଣିମା। ଘାତଚନ୍ଦ୍ର- କନ୍ୟା ରାଶିର ରାତ୍ରି ୦୧.୪୭ ପର୍ଯ୍ୟନ୍ତ।

Cancer

କର୍କଟ

Wednesday 24 Jan 2024

ପୁନର୍ବସୁ- ଦୈନଦିନ କାର୍ଯ୍ୟରେ ସଫଳତା ପାଇବେ । ବନ୍ଧୁତ୍ୱ ସମ୍ପର୍କରେ କିଛି ଉନ୍ନତି ଆସିବ ଏବଂ ତାଙ୍କ ସହିତ ମିଶି କଛି ନୂଆ ଯୋଜନା କରିବେ । ଅର୍ଥ ସମ୍ମାନର ଅଭାବ ରହିବ ନାହିଁ ।

ପୁଷ୍ୟା- ଚାକିରିରେ ବଦଳି ହେବା ଦ୍ୱାରା ଅସୁବିଧାରେ ପଡି ପାରନ୍ତି । ଅଫିସରେ ଆଜି ନିଜ କାମକୁ ନେଇ ବ୍ୟସ୍ତ ରହିବେ । ସତର୍କ ରୁହନ୍ତୁ ଆପଣଙ୍କ ବ୍ୟବହାରରେ ଶତ୍ରୁ ବୃଦ୍ଧି ହୋଇପାରନ୍ତି ।

ଅଶ୍ଲେଷା- ଗାଡି, ମଟର ଚଳାଇବା ସମୟରେ ସାବଧାନତା ଅବଲମ୍ବନ କରନ୍ତୁ ନ ହେଲେ ଅସୁବିଧାରେ ପଡିପାରନ୍ତି । ଖର୍ଚ୍ଚ ଉପରେ ଟିକେ ଧ୍ୟାନ ଦିଅନ୍ତୁ । ସାମ୍ବାଦିକ କ୍ଷେତ୍ରରେ କାର୍ଯ୍ୟରତ ବ୍ୟକ୍ତି ମାନଙ୍କ ପାଇଁ ଭଲ ସମୟ ଆସିପାରେ ।

ପ୍ରତିକାର – ଧଳା କପଡାରେ କିଛି ଅରୁଆ ଚାଉଳ ଓ ମିଶିରେ ମିଶାଇ ଜଳରେ ଭସାଇ ଦିଅନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :