• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 24th January 2024: ଏହି ରାଶିର ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟ ସମସ୍ୟା ଉପନ୍ନ ହୋଇପାରେ...

ସୌର ମକରମାସ ପୌଷ ଶୁକ୍ଳପକ୍ଷ । ଇଂରାଜୀ ୨୪ ତାରିଖ ବୁଧବାର ଚନ୍ଦ୍ର- ମିଥୁନ ରାତ୍ରି ୦୧.୪୭ ଗତେ କର୍କଟ। ତିଥି- ୧୪ଶୀ ରାତ୍ରି ୦୯.୫୦ ଗତେ ପୂର୍ଣ୍ଣିମା। ଘାତଚନ୍ଦ୍ର- କନ୍ୟା ରାଶିର ରାତ୍ରି ୦୧.୪୭ ପର୍ଯ୍ୟନ୍ତ।

Virgo

କନ୍ୟା

Wednesday 24 Jan 2024

ଉ,ଫଳଗୁନି- ପିଲା ମାନଙ୍କ ସହିତ ହସଖୁସିରେ ସମୟ ବିତାଇବେ । ଭାଗ୍ୟର ସହଯୋଗରେ ପୂର୍ବରୁ ଚାଲିଥିବା ସମସ୍ୟାରୁ ମୁକ୍ତ ହେବେ । ଯେତେ ଚେଷ୍ଟା କରିଲେ ମଧ୍ୟ ପରିଶ୍ରମ ମୁତାବକ କମ୍ ଫଳ ପାଇବେ ।

ହସ୍ତା- ବିଦ୍ୟାର୍ଥୀ ମାନେ ଗୁରୁଜନ ମାନଙ୍କ ଆଜ୍ଞା ପାଳନ କରିବେ । ନୂଆ କାର୍ଯ୍ୟ ପାଇଁ ପ୍ଲାଲିଙ୍ଗ କରି ପାରନ୍ତି , ଯାହା ଆପଣଙ୍କୁ ସଫଳତା ଆଣିଦେବ । ଶିକ୍ଷା ଓ କ୍ୟାରିୟର କ୍ଷେତ୍ରରେ ଆଗକୁ ବଢିବାର ସୁଯୋଗ ମିଳିବ ତେଣୁ ନିଷ୍ଠାପର ଭାବରେ ପ୍ରୟାସ ଜାରି ରଖିବ

ଚିତ୍ରା- ଘରର ସୀମା ବା ସଂପତିକୁ ନେଇ ଆକସ୍ମିକ କଳହ ଲାଗିପାରେ । ମହିଳା ମାନେ ପୂଜା ପାଠରେ ମନୋନିବେଶ କରିବେ । ଛାତ୍ରଛାତ୍ରୀମାନେ ବନ୍ଧୁଙ୍କ ସହଯୋଗରେ ଆଗକୁ ଆଗେଇ ଚାଲିବେ ।

ପ୍ରତିକାର - ତ୍ରିପୁରା ସୁନ୍ଦରୀଙ୍କର ପୂଜା, ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :