• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 24th January 2024: ଏହି ରାଶିର ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟ ସମସ୍ୟା ଉପନ୍ନ ହୋଇପାରେ...

ସୌର ମକରମାସ ପୌଷ ଶୁକ୍ଳପକ୍ଷ । ଇଂରାଜୀ ୨୪ ତାରିଖ ବୁଧବାର ଚନ୍ଦ୍ର- ମିଥୁନ ରାତ୍ରି ୦୧.୪୭ ଗତେ କର୍କଟ। ତିଥି- ୧୪ଶୀ ରାତ୍ରି ୦୯.୫୦ ଗତେ ପୂର୍ଣ୍ଣିମା। ଘାତଚନ୍ଦ୍ର- କନ୍ୟା ରାଶିର ରାତ୍ରି ୦୧.୪୭ ପର୍ଯ୍ୟନ୍ତ।

Libra

ତୁଳା

Wednesday 24 Jan 2024

ଚିତ୍ରା- ବଡ ବ୍ୟବସାୟ ଦଳରେ ସାମିଲ ହେବା ପାଇଁ ପ୍ରସ୍ତାବ ପାଇବେ । ପରିବାର ସହ ଦୂର ସ୍ଥାନକୁ ଯାତ୍ରା କରିବା ସହିତ ଘରୋପକରଣ ଜିନିଷ ମଧ୍ୟ ଆଣି ପାରନ୍ତି । ଆଜି କିଛି ଭଲ ଖବର ମିଳିବ ଯାହାକୁ ନେଇ ପୁରା ଦିନ ମନ ପ୍ରସନ୍ନ ରହିବ ।

ସ୍ୱାତୀ- ଛାତ୍ରଛାତ୍ରୀମାନେ ପ୍ରତିଯୋଗିତା ସଫଳତା ଲାଭ କରିବେ । ରାଜନୀତିରେ କୌଣସି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକୁ ହାତକୁ ନେବେ । କିଛି ଜିନିଷ ଦ୍ୱାରା ଆପଣ ଆଘାତ ପାଇ ପାରନ୍ତି ।

ବିଶାଖା- ଅନଲାଇନ ବ୍ୟବସାୟ କରିବାକୁ ଭାବିବେ । ଶିକ୍ଷାର୍ଥୀମାନେ ଆତ୍ମ ନିର୍ଭରଶୀଳ ରହିବେ । ସରକାରୀ ସଂସ୍ଥା କାମରେ ସହଯୋଗ କରି ପାରନ୍ତି । ଖେଳକୁଦରେ ମନ ଦେବେ

ପ୍ରତିକାର – ଦେବୀ ମନ୍ଦିରରେ ଦାନ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :