• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 24th January 2024: ଏହି ରାଶିର ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟ ସମସ୍ୟା ଉପନ୍ନ ହୋଇପାରେ...

ସୌର ମକରମାସ ପୌଷ ଶୁକ୍ଳପକ୍ଷ । ଇଂରାଜୀ ୨୪ ତାରିଖ ବୁଧବାର ଚନ୍ଦ୍ର- ମିଥୁନ ରାତ୍ରି ୦୧.୪୭ ଗତେ କର୍କଟ। ତିଥି- ୧୪ଶୀ ରାତ୍ରି ୦୯.୫୦ ଗତେ ପୂର୍ଣ୍ଣିମା। ଘାତଚନ୍ଦ୍ର- କନ୍ୟା ରାଶିର ରାତ୍ରି ୦୧.୪୭ ପର୍ଯ୍ୟନ୍ତ।

Scorpio

ବିଛା

Wednesday 24 Jan 2024

ବିଶାଖା- ଆପଣଙ୍କ କଥାକୁ ଲୋକେ ଗମ୍ଭୀରତାର ସହ ଶୁଣିବେ । ଜୀବନରେ ନୂଆ ପ୍ରେମ ପ୍ରସଙ୍ଗ ଆରମ୍ଭ ହୋଇପାରେ । ଜୀବନରେ କିଛି ପରିବର୍ତନ କରିବାକୁ ଚେଷ୍ଟା କରିବେ ।

ଅନୁରାଧା- ଦାମ୍ପତ୍ୟ ଜୀବନରେ ସୈାହାର୍ଦ୍ଦ୍ୟ ବଢିପାରେ । ବିଦ୍ୟାର୍ଥୀମାନେ ପ୍ରତିଯୋଗିତା ମୂଳକ ପରିକ୍ଷାରେ ସଫଳ ହେବେ । ରାଜନୈତିକ କ୍ଷେତ୍ରରେ ସମ୍ମାନ ଓ ସହଯୋଗ ମିଳିବ

ଜ୍ୟେଷ୍ଠା- ବଳିଷ୍ଠଙ୍କ ସହିତ କଥା ହେବା ବେଳେ ସଂଯମ ରଖନ୍ତୁ । ପୌତୃକ ସମ୍ପତିକୁ ନେଇ ଦୁଇ ଜଣଙ୍କ ବିବାଦରେ ତୃତୀୟ ବ୍ୟକ୍ତି ଲାଭବାନ୍ ହେବ । ଆପଣଙ୍କ କାମରେ ଅନ୍ୟ ମାନଙ୍କୁ ଖୁସି କରିପାରିବେ

ପ୍ରତିକାର – ନୃସିଂହଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :