• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 24th January 2024: ଏହି ରାଶିର ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟ ସମସ୍ୟା ଉପନ୍ନ ହୋଇପାରେ...

ସୌର ମକରମାସ ପୌଷ ଶୁକ୍ଳପକ୍ଷ । ଇଂରାଜୀ ୨୪ ତାରିଖ ବୁଧବାର ଚନ୍ଦ୍ର- ମିଥୁନ ରାତ୍ରି ୦୧.୪୭ ଗତେ କର୍କଟ। ତିଥି- ୧୪ଶୀ ରାତ୍ରି ୦୯.୫୦ ଗତେ ପୂର୍ଣ୍ଣିମା। ଘାତଚନ୍ଦ୍ର- କନ୍ୟା ରାଶିର ରାତ୍ରି ୦୧.୪୭ ପର୍ଯ୍ୟନ୍ତ।

Sagittarius

ଧନୁ

Wednesday 24 Jan 2024

ମୂଳା- ବ୍ୟବସାୟ ବିଷୟରେ ଭଲ କଥା କହିବେ । ପାରିବାରିକ ଜୀବନ ଆମୋଦ ଦାୟକ ହେବ । ଭାଗ୍ୟ ଉଦ୍ୟୋଗି ହେବା ସହିତ, ବାଣିଜ୍ୟରେ ଲାଭ ମିଳିବ । ସ୍ୱାସ୍ଥ୍ୟ ସାଧାରଣତଃ ଉତ୍ତମ ରହିବ ।

ପୂ,ଷାଢା- ଚାକିରିରେ କୌଶଳ କ୍ରମେ ନିଜର ସ୍ଥିତି ସୁଦଢୃ କରିବେ । ଆବଶ୍ୟକୀୟ ଜିନିଷ ପାଇଁ ଅତ୍ୟଧିକ ବ୍ୟୟ କରିବାକୁ ପଡିପାରେ । ଆଧ୍ୟାତ୍ମିକ ଆଲୋଚନାରେ ସମୟ ବିତାଇବେ । ନିଜର ଦୋଷ ତୃଟି ସ୍ୱୀକାର କରିବେ ।

ଉ,ଷାଢା- କୌଣସି ନିଷ୍ପତ୍ତି ନେବା ପୂର୍ବରୁ ଅଭିଜ୍ଞ ବ୍ୟକ୍ତିଙ୍କ ପରାମର୍ଶ ନିଅନ୍ତୁ । ଲମ୍ବା ସମୟ ଧରି ଅଟକି ରହିଥିବା କାମକୁ ସମ୍ପୁର୍ଣ୍ଣ କରିବେ । ନିର୍ମାଣ କାର୍ଯ୍ୟରେ ଆଗେଇବେ, ଆଶା ବଢି ବଢିଚାଲିବ ।

ପ୍ରତିକାର – ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :