• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 24th January 2024: ଏହି ରାଶିର ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟ ସମସ୍ୟା ଉପନ୍ନ ହୋଇପାରେ...

ସୌର ମକରମାସ ପୌଷ ଶୁକ୍ଳପକ୍ଷ । ଇଂରାଜୀ ୨୪ ତାରିଖ ବୁଧବାର ଚନ୍ଦ୍ର- ମିଥୁନ ରାତ୍ରି ୦୧.୪୭ ଗତେ କର୍କଟ। ତିଥି- ୧୪ଶୀ ରାତ୍ରି ୦୯.୫୦ ଗତେ ପୂର୍ଣ୍ଣିମା। ଘାତଚନ୍ଦ୍ର- କନ୍ୟା ରାଶିର ରାତ୍ରି ୦୧.୪୭ ପର୍ଯ୍ୟନ୍ତ।

Capricorn

ମକର

Wednesday 24 Jan 2024

ଉ,ଷାଢା- ସ୍ୱାସ୍ଥ୍ୟ ସମସ୍ୟା ଉପନ୍ନ ହୋଇପାରେ । ପାରିବାରିକ ଜୀବନରେ ପ୍ରଣୟ ଭଙ୍ଗର ସୂଚନା ମିଳିବ । ପ୍ରିୟତମଙ୍କ ସହ ଆପଣଙ୍କ ସମ୍ବନ୍ଧ ଭଲ ହେବ ।

ଶ୍ରବଣା- ରାଜନୀତିରେ କୈାଣସି ଗୁରୁତ୍ୱପୂର୍ଣ୍ଣ କାର‌୍ୟ୍ୟକୁ ହାତକୁ ନେବେ । ଚାକିରିରେ ଦୂର ଯାତ୍ରାର ସମ୍ଭାବନା ରହିଛି । ଅଜଣା ଶତୃ ଆପଣଙ୍କର କ୍ଷତି କରି ପାରନ୍ତି । ଆର୍ଥିକ ସମସ୍ୟା କିଛି ମାତ୍ରାରେ ଲାଘବ ହେବ ।

ଧନିଷ୍ଠା- ଜ୍ୟୋତିଷ ବିଜ୍ଞାନର ଚର୍ଚ୍ଚା କରି ପାରନ୍ତି । ଖେଳାଳିମାନେ ଉତ୍ତମ ପ୍ରଦର୍ଶନ କରି ସମୀକ୍ଷକଙ୍କ ପ୍ରଂଶସା ଭାଜନ ହେବେ । ଆପଣଙ୍କ ଭିତରେ ଅଧିକ ଆତ୍ମବିଶ୍ୱାସ ରହିବ ।

ପ୍ରତିକାର – ମା ଶାରଳାଙ୍କ ଆରଧନା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :