Advertisment

Daily Horoscope 24th January 2025: ଆଜି ଏହି ରାଶିର ବ୍ୟକ୍ତିଙ୍କୁ ହଠାତ୍ ମିଳିବ ଖୁସି ଖବର

author-image
Pallipuspa Samal
Daily Horoscope 24th January 2025: ଆଜି ଏହି ରାଶିର ବ୍ୟକ୍ତିଙ୍କୁ ହଠାତ୍ ମିଳିବ ଖୁସି ଖବର
ସୌର ମକର ମାସ ମାଘ କୃଷ୍ଣପକ୍ଷ । ଇଂରାଜୀରେ ୨୪ ତାରିଖ ଶୁକ୍ରବାର । ଚନ୍ଦ୍ର- ବିଛା ଅହୋରାତ୍ର,ତିଥି- ୧୦ମୀ ସନ୍ଧ୍ୟା ୦୭.୨୫ ଗତେ ୧୧ଶୀ,ଘାତଚନ୍ଦ୍ର- ନାସ୍ତି,ପୁଷ୍କର ଦୋଷ- ନାସ୍ତି ।