Daily Horoscope 24th July 2023: ଭଲ ଖବର ମିଳିବ, ଦୀର୍ଘ ଦିନ ଧରି ପ୍ରୟାସ କରି ଆସୁଥିବା କାମରେ ସଫଳ ହେବେ
/odishatv-khabar/media/media_files/uploadimage/library/16_9/16_9_0/IMAGE_1689908442-521619.jpg)
ସୈାର କର୍କଟ ମାସ ଶ୍ରାବଣ (ମଳ)ଶୁକ୍ଲପକ୍ଷ । ଇଂରାଜୀରେ ୨୪ ତାରିଖ ସୋମବାର, ଚନ୍ଦ୍ର – କନ୍ୟା ଅହୋରାତ୍ର, ତିଥି – ୬ଷ୍ଠୀ ଦିବା ୦୧.୪୩ ଗତେ ୭ମୀ, ଘାତ ଚନ୍ଦ୍ର – ବୃଷ ଅହୋରାତ୍ର, ଘାତ ବାର – ମିଥୁନ, ପୁଷ୍କର ଦୋଷ – ଦିବା ୦୧.୪୩ ଗତେ ୧ ପାଦ- ପଶୁସମ୍ପଦ ନାଶ - ଅନ୍ନଦାନ
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
