ସୈାର କର୍କଟ ମାସ ଶ୍ରାବଣ (ମଳ)ଶୁକ୍ଲପକ୍ଷ । ଇଂରାଜୀରେ ୨୪ ତାରିଖ ସୋମବାର, ଚନ୍ଦ୍ର – କନ୍ୟା ଅହୋରାତ୍ର, ତିଥି – ୬ଷ୍ଠୀ ଦିବା ୦୧.୪୩ ଗତେ ୭ମୀ, ଘାତ ଚନ୍ଦ୍ର – ବୃଷ ଅହୋରାତ୍ର, ଘାତ ବାର – ମିଥୁନ, ପୁଷ୍କର ଦୋଷ – ଦିବା ୦୧.୪୩ ଗତେ ୧ ପାଦ- ପଶୁସମ୍ପଦ ନାଶ - ଅନ୍ନଦାନ
ଚିତ୍ରା - ଅନିଦ୍ରା, କଠୋର ପରିଶ୍ରମ ଓ ଖାଦ୍ୟପେୟରେ ଅନିୟମିତତା ସ୍ବାସ୍ଥ୍ୟହାନିର କାରଣ ହେବ । ଅନ୍ୟମାନଙ୍କୁ ବୁଝାଇ କାମ ହାସଲ କରିବା ପାଇଁ ଚେଷ୍ଟା କରିବେ।
ସ୍ୱାତୀ - ଲେଖାପଢ଼ାରେ ଆଳସ୍ୟ ଓ ଅବହେଳା ପ୍ରଦର୍ଶନ କରିବେ । ସହଯୋଗ କ୍ରମେ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ମଧ୍ୟ ହୋଇଯିବ।
ବିଶାଖା - କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ଭୁଲ୍ ଧାରଣା ଯୋଗୁ ଭଲ କାମ କରି ମଧ୍ୟ ନିନ୍ଦା ଶୁଣିବେ । ଛାତ୍ରମାନେ ପାଠ ପଢ଼ାରେ ବହୁତ ଉପକୃତ ହେବେ।
ପ୍ରତିକାର – ଭଗବାନଙ୍କର ମୀନ ଅବତାର ଫଟକୁ ପୂଜା କରନ୍ତୁ।
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬