• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 24th July 2024: ଏହି ରାଶିର ବ୍ୟକ୍ତିଙ୍କୁ ଆଜି କୋର୍ଟରେ ଶୁଭ ସୂଚନା ମିଳିବ

ସୈାର କର୍କଟ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୨୪ ତାରିଖ ବୁଧବାର । ଚନ୍ଦ୍ର- କୁମ୍ଭ ଅହୋରାତ୍ର,ତିଥି- ୩ୟା ପ୍ରାତଃ ୦୭.୩୦ ଗତେ ୪ର୍ଥୀ ନିଶାନ୍ତ ୦୪.୪୦ ଗତେ ୫ମୀ,ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର ଅହୋରାତ୍ର,ଘାତବାର- କର୍କଟ ରାଶିର ପୁଷ୍କର ଦୋଷ-ସନ୍ଧ୍ୟା ୦୬.୧୪ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ

Aries

ମେଷ

Wednesday 24 Jul 2024

ଅଶ୍ୱନୀ- ଶାରୀରିକ ସମସ୍ୟା ଦୂରହେବ । ଶିଳ୍ପ, ବାଣିଜ୍ୟ, ପରିବହନ ସ୍ତରରେ ବ୍ୟସ୍ତତା ଦୂର ହୋଇଯିବ । ସମସ୍ତଙ୍କ ସହିତ ନମ୍ରତା ପୂର୍ଣ୍ଣ ବ୍ୟବହାର କରନ୍ତୁ

ଦ୍ୱିଜା- ବ୍ୟବସାୟରେ ଅନୁକୂଳ ବାତାବରଣ ଆସିବା ସହିତ ଧନ ବୃଦ୍ଧି ହୋଇପାରେ । କର୍ମକ୍ଷେତ୍ରରେ ଏକାଧିକ କାମ ହାତକୁ ନେଇ ବ୍ୟସ୍ତବିବ୍ରତ ହୋଇପାରନ୍ତି । ମହିଳା ମାନେ ତିରସ୍କୃତ ହୋଇପାରନ୍ତି

କୃତିକା- ସାମାଜିକ ସ୍ତରରେ ଗଠନମୂଳକ କାର‌୍ୟ୍ୟରୁ ପ୍ରଶଂସିତ ହେବେ । କୋର୍ଟରେ ଶୁଭ ଫଳ ପାଇବେ । ମହିଳାମାନେ ନିରାଶବାଦୀ ରହିବେ

ପ୍ରତିକାର - ଗୋ ମାତାଙ୍କୁ ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :