• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 24th July 2024: ଏହି ରାଶିର ବ୍ୟକ୍ତିଙ୍କୁ ଆଜି କୋର୍ଟରେ ଶୁଭ ସୂଚନା ମିଳିବ

ସୈାର କର୍କଟ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୨୪ ତାରିଖ ବୁଧବାର । ଚନ୍ଦ୍ର- କୁମ୍ଭ ଅହୋରାତ୍ର,ତିଥି- ୩ୟା ପ୍ରାତଃ ୦୭.୩୦ ଗତେ ୪ର୍ଥୀ ନିଶାନ୍ତ ୦୪.୪୦ ଗତେ ୫ମୀ,ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର ଅହୋରାତ୍ର,ଘାତବାର- କର୍କଟ ରାଶିର ପୁଷ୍କର ଦୋଷ-ସନ୍ଧ୍ୟା ୦୬.୧୪ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ

Taurus

ବୃଷ

Wednesday 24 Jul 2024

କୃତିକା- ସାହିତ୍ୟ, ସଙ୍ଗିତ ଓ ସୃଜନାଶୀଳତା ବୃଦ୍ଧି ପାଇବ । କର୍ମକ୍ଷେତ୍ରରେ ନିଜର ମନ ଅନୁଯାୟୀ କର୍ମ କରିବେ । ସ୍ୱାର୍ଥ ପ୍ରବୃତିର ଶୀକାର ହୋଇ ସମ୍ପର୍କର ମଧୁର ସ୍ୱାଦ ଅନୁଭବ କରିବେ ।

ରୋହିଣୀ- ଛାତ୍ରଛାତ୍ରୀ ମାନେ ଖେଳ,କୁଦ ରେ ରୁଚି ବଢାଇବେ । ଦୀର୍ଘଦିନ ଧରି ପ୍ରୟାସ କରି ଆସୁଥିବା କାମରେ ସଫଳ ହେବେ। ଚାକିରିରେ କ୍ରୋଧର ବଶବର୍ତୀ ହୁଅନ୍ତୁ ନାହିଁ 

ମୃଗଶିରା- ସଡକ ଦୁର୍ଘଟଣାର ସମ୍ଭାବନା ରହିଛି । ସାମାଜିକ କାର‌୍ୟ୍ୟରେ ଆପଣଙ୍କ ରୁଚି ବଢିବ । ଖେଳାଳିଙ୍କ ଲାଗି ଦିନଟି ଭଲ ରହିବ

ପ୍ରତିକାର – ମା କମଳାଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :