• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 24th July 2024: ଏହି ରାଶିର ବ୍ୟକ୍ତିଙ୍କୁ ଆଜି କୋର୍ଟରେ ଶୁଭ ସୂଚନା ମିଳିବ

ସୈାର କର୍କଟ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୨୪ ତାରିଖ ବୁଧବାର । ଚନ୍ଦ୍ର- କୁମ୍ଭ ଅହୋରାତ୍ର,ତିଥି- ୩ୟା ପ୍ରାତଃ ୦୭.୩୦ ଗତେ ୪ର୍ଥୀ ନିଶାନ୍ତ ୦୪.୪୦ ଗତେ ୫ମୀ,ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର ଅହୋରାତ୍ର,ଘାତବାର- କର୍କଟ ରାଶିର ପୁଷ୍କର ଦୋଷ-ସନ୍ଧ୍ୟା ୦୬.୧୪ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ

Pisces

ମୀନ

Wednesday 24 Jul 2024

ପୂ,ଭାଦ୍ରପଦ- ବ୍ୟବସାୟରେ ସାମାନ୍ୟ କ୍ଷତି ହୋଇପାରେ । ପରିବାର ସଦସ୍ୟଙ୍କ ସହିତ ଆପଣଙ୍କର ଆଚରଣ ଭଲ ରହିବ । ଆଚାର ବ୍ୟବହାର , କଥାବାର୍ତାରେ ଆୟତ ନ ରଖିଲେ ଅସୁବିଧାରେ ପଡିପାରନ୍ତି ।

ଉ,ଭାଦ୍ରପଦ- ସମାଜରେ ଆପଣଙ୍କ ମାନ ସମ୍ମାନ ବଢିବ । ଶିକ୍ଷାର୍ଥୀ ଏକାନ୍ତରେ ପାଠ ପଢିବା ପାଇଁ ଚେଷ୍ଟା କରନ୍ତୁ । ରାଜନୀତିରେ କିଛି ସମସ୍ୟା ଆପଣ ବିଚଳିତ କରିପାରେ ।

ରେବତୀ- କୋର୍ଟ ମାମଲାରେ ଲାଭ ହେବ । ଘରକୁ ଜିନିଷ କିଣି ଅଧିକ ପଇସା ଖର୍ଚ୍ଚ କରିପାରନ୍ତି । ମାଲିମକନ୍ଦମାରେ ସାଧାରଣ ସଫଳତା ମିଳିବ ।

ପ୍ରତିକାର – ଅଶ୍ୱତଥ୍ ଗଛ ମୂଳରେ ଘିଅ ବତୀ ଜଳାନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :