• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 24th July 2024: ଏହି ରାଶିର ବ୍ୟକ୍ତିଙ୍କୁ ଆଜି କୋର୍ଟରେ ଶୁଭ ସୂଚନା ମିଳିବ

ସୈାର କର୍କଟ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୨୪ ତାରିଖ ବୁଧବାର । ଚନ୍ଦ୍ର- କୁମ୍ଭ ଅହୋରାତ୍ର,ତିଥି- ୩ୟା ପ୍ରାତଃ ୦୭.୩୦ ଗତେ ୪ର୍ଥୀ ନିଶାନ୍ତ ୦୪.୪୦ ଗତେ ୫ମୀ,ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର ଅହୋରାତ୍ର,ଘାତବାର- କର୍କଟ ରାଶିର ପୁଷ୍କର ଦୋଷ-ସନ୍ଧ୍ୟା ୦୬.୧୪ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ

Gemini

ମିଥୁନ

Wednesday 24 Jul 2024

ମୃଗଶିରା- ସ୍ୱାସ୍ଥ୍ୟ ଭଲ ରହିବ । ଯେଉଁ କାମ କରିବେ ସେଥିରେ ସଫଳତା ହାସଲ କରିବେ । ଦାମ୍ପତି ଜୀବନ ପ୍ରେମପୂର୍ବକ ବିତିବ

ଆଦ୍ରା- କର୍ମକ୍ଷେତ୍ରରେ ଯେଉଁ କାର‌୍ୟ୍ୟ ହାତକୁ ନେବେ ସେଥିରେ ବିଫଳ ହେବେ । ପ୍ରତ୍ୟେକ କ୍ଷେତ୍ରରେ ଧୈର‌୍ୟ୍ୟହରା ନ ହୋଇ କାର‌୍ୟ୍ୟ କଲେ ଉପକୃତ ହେବେ । ପିଲାମାନେ ରୋଗାକ୍ରାନ୍ତ ହେବେ

ପୁନର୍ବସୁ- ମାଲିମକଦମାରେ ସାମାନ୍ୟ ଅଶାନ୍ତି ଆସିପାରେ । ବନ୍ଧୁମାନଙ୍କ ସହଯୋଗ ହେତୁ ସଫଳତା ହାସଲ କରିବେ। ମହିଳା ମାନେ ଧର୍ମପାରାୟଣ ରହିବେ

ପ୍ରତିକାର – ସକାଳୁ ଛୋଟ ପିଲାଙ୍କୁ କିଛି ପିଜୁଳି ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :