• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 24th July 2024: ଏହି ରାଶିର ବ୍ୟକ୍ତିଙ୍କୁ ଆଜି କୋର୍ଟରେ ଶୁଭ ସୂଚନା ମିଳିବ

ସୈାର କର୍କଟ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୨୪ ତାରିଖ ବୁଧବାର । ଚନ୍ଦ୍ର- କୁମ୍ଭ ଅହୋରାତ୍ର,ତିଥି- ୩ୟା ପ୍ରାତଃ ୦୭.୩୦ ଗତେ ୪ର୍ଥୀ ନିଶାନ୍ତ ୦୪.୪୦ ଗତେ ୫ମୀ,ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର ଅହୋରାତ୍ର,ଘାତବାର- କର୍କଟ ରାଶିର ପୁଷ୍କର ଦୋଷ-ସନ୍ଧ୍ୟା ୦୬.୧୪ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ

Cancer

କର୍କଟ

Wednesday 24 Jul 2024

ପୁନର୍ବସୁ- ସୁଖ ଓ ସ୍ୱାଚ୍ଛନ୍ଦ୍ୟ ତଥା ଭୋଗବିଳାସ ଭାଗୀ ହେବେ । ପ୍ରିୟ ଲୋକଙ୍କ ସହିତ ଆନନ୍ଦିତ ହେବେ । ସାସ୍କୃତିକ ପରିବେଶରେ ଯୋଗ ଦାନ କରିପାରନ୍ତି

ପୁଷ୍ୟା- କର୍ମକ୍ଷେତ୍ରରେ ସନ୍ଦେହଜନକ ବାତାବରଣ ମଧ୍ୟରେ ଅଣନିଶ୍ୱାସୀ ହେବାକୁ ପଡିପାରେ । କେତେକ କ୍ଷେତ୍ରରେ ସଂଘର୍ଷମୟ ପରିସ୍ଥିତିର ଦୃଢ ମୁକାବିଲା କରିବାକୁ ପଡିପାରେ । ମନୋରଞନ କାର‌୍ୟ୍ୟରେ ଅଶାନ୍ତି ଉପୁଜିବ ।

ଅଶ୍ଲେଷା- ନିଜ ପରିସରରେ ସବୁ କିଛିକୁ ହାଲୁକା ଭାବେ ଗ୍ରହଣ କରିଲେ ଅସୁବିଧାରେ ପଡିପାରନ୍ତି । ଆବଶ୍ୟକତା ପୂରଣ କରିବା ସକାଶେ ଟଙ୍କା,ପଇସା ଧାର କରିପାରନ୍ତି । ଘରକୁ ସଜାଡିବାରେ ବହୁତ ସମୟ ନେଇପାରନ୍ତି ।

ପ୍ରତିକାର – ଗୁରୁଜନ ମାନଙ୍କ ଚରଣ ସ୍ପର୍ଶ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :