• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 24th July 2024: ଏହି ରାଶିର ବ୍ୟକ୍ତିଙ୍କୁ ଆଜି କୋର୍ଟରେ ଶୁଭ ସୂଚନା ମିଳିବ

ସୈାର କର୍କଟ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୨୪ ତାରିଖ ବୁଧବାର । ଚନ୍ଦ୍ର- କୁମ୍ଭ ଅହୋରାତ୍ର,ତିଥି- ୩ୟା ପ୍ରାତଃ ୦୭.୩୦ ଗତେ ୪ର୍ଥୀ ନିଶାନ୍ତ ୦୪.୪୦ ଗତେ ୫ମୀ,ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର ଅହୋରାତ୍ର,ଘାତବାର- କର୍କଟ ରାଶିର ପୁଷ୍କର ଦୋଷ-ସନ୍ଧ୍ୟା ୦୬.୧୪ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ

Virgo

କନ୍ୟା

Wednesday 24 Jul 2024

ଉ,ଫଳଗୁନି- ଜୀବନ ସାଥିଙ୍କୁ ପ୍ରତ୍ୟେକ ଅସୁବିଧାରୁ ରକ୍ଷା କରିବାକୁ ଚେଷ୍ଟା କରିବେ । ସନ୍ତାନ ମାନଙ୍କ କୃତିତ୍ୱ ପାଇଁ ଗର୍ବ ଅନୁଭବ କରିବେ । ବାହାରେ ଖାଦ୍ୟ ଖାଇବା ଠାରୁ ଦୂରରେ ରୁହନ୍ତୁ ।

ହସ୍ତା- ବିବାଦୀୟ ପରିସି୍ଥତିରେ ସଫଳତା ଯୋଗୁଁ ମନ ଖୁସି ରହିବ । ପରୀକ୍ଷାରେ ସଫଳତାଦି ଅଭିଳାଷା ପୂର୍ଣ୍ଣତା ଲାଭ କରିବ । ରାଜନିତିରେ ଆଲୋଚନାରେ ନିଜକୁ ସାମିଲ କରିବେ ।

ଚିତ୍ରା- ଜମିଜମା କାରବାରରେ ଠକାମୀରେ ପଡିବେ । କେହି ଆପଣଙ୍କୁ ସାହାର‌୍ୟ୍ୟର ହାତ ବଢାଇବେ । ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ ।

ପ୍ରତିକାର - ତ୍ରିପୁରା ସୁନ୍ଦରୀଙ୍କର ପୂଜା, ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :