• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 24th July 2024: ଏହି ରାଶିର ବ୍ୟକ୍ତିଙ୍କୁ ଆଜି କୋର୍ଟରେ ଶୁଭ ସୂଚନା ମିଳିବ

ସୈାର କର୍କଟ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୨୪ ତାରିଖ ବୁଧବାର । ଚନ୍ଦ୍ର- କୁମ୍ଭ ଅହୋରାତ୍ର,ତିଥି- ୩ୟା ପ୍ରାତଃ ୦୭.୩୦ ଗତେ ୪ର୍ଥୀ ନିଶାନ୍ତ ୦୪.୪୦ ଗତେ ୫ମୀ,ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର ଅହୋରାତ୍ର,ଘାତବାର- କର୍କଟ ରାଶିର ପୁଷ୍କର ଦୋଷ-ସନ୍ଧ୍ୟା ୦୬.୧୪ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ

Scorpio

ବିଛା

Wednesday 24 Jul 2024

ବିଶାଖା- ଆପଣଙ୍କ କାମରେ ଜୀବନ ସାଥି ପ୍ରଂଶନ ରହିବେ । ବ୍ୟବସାୟୀଙ୍କୁ ଅଚାନକ ଧନ ଲାଭ ହୋଇପାରେ । କର୍ମ କ୍ଷେତ୍ରରେ ଦକ୍ଷତାକୁ ନେଇ ପ୍ରତିଷ୍ଠା ଓ ପ୍ରଶସା ପାଇବେ

ଅନୁରାଧା- ଅଫିସ୍ରେ ଆପଣଙ୍କ କାମ ଦେଖି କର୍ତୁପକ୍ଷ ଖୁସି ହେବେ । ଛାତ୍ରିଙ୍କ ପାଇଁ ଦିନଟି ଲାଭ ପ୍ରଦ ହେବ । ପ୍ରତ୍ୟେକ କ୍ଷେତ୍ରରେ ଧର‌୍ୟ୍ୟହରା ନ ହୋଇ କାର‌୍ୟ୍ୟ କଲେ ଉପକୃତ ହେବେ ।

ଜ୍ୟେଷ୍ଠା- ନୂଆ ଜାଗାକୁ ଭ୍ରମଣ କରିବାକୁ ଯାଇ ପାରନ୍ତି । ବେପାରକୁ ନେଇ ନୂଆ ବିଚାର ଆସିବ । ସତର୍କରେ ପଦକ୍ଷପ ନନେଲେ ଲକ୍ଷ ସାଧନରେ ବିଳମ୍ବ ଘଟିବ ।

ପ୍ରତିକାର – ନୃସିଂହଙ୍କ ପୂଜା ସହିତ ମନ୍ତ୍ର ଜପ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :