• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 24th July 2024: ଏହି ରାଶିର ବ୍ୟକ୍ତିଙ୍କୁ ଆଜି କୋର୍ଟରେ ଶୁଭ ସୂଚନା ମିଳିବ

ସୈାର କର୍କଟ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୨୪ ତାରିଖ ବୁଧବାର । ଚନ୍ଦ୍ର- କୁମ୍ଭ ଅହୋରାତ୍ର,ତିଥି- ୩ୟା ପ୍ରାତଃ ୦୭.୩୦ ଗତେ ୪ର୍ଥୀ ନିଶାନ୍ତ ୦୪.୪୦ ଗତେ ୫ମୀ,ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର ଅହୋରାତ୍ର,ଘାତବାର- କର୍କଟ ରାଶିର ପୁଷ୍କର ଦୋଷ-ସନ୍ଧ୍ୟା ୦୬.୧୪ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ

Capricorn

ମକର

Wednesday 24 Jul 2024

ଉ,ଷାଢା- ଅନେକ ଦିନରୁ ଲାଗି ରହିଥିବା ଦେହ ପିଡାରୁ ମୁକ୍ତ ରହିବେ । ବ୍ୟବସାୟରେ ନୂତନ ବ୍ୟବସାୟ କରିବାର ଆଶା ମିଳିବ । ଜୀବନରେ ନୂଆ ସଂକେତ ମିଳିପାରେ ।

ଶ୍ରବଣା- ଶିକ୍ଷାରେ ପ୍ରଗତି ହେବାରେ ସମ୍ଭାବନା ଅଛି । ରାଜନିତିରେ ବିଶେଷ ବ୍ୟକ୍ତିଙ୍କ ଠାରୁ ପରାମର୍ଶ ନିଅନ୍ତୁ । ଚାକିରି କ୍ଷେତ୍ରରେ ଅଧୀନସ୍ଥ କର୍ମଚାରୀ ହଇରାଣରେ ପକାଇ ପାରନ୍ତି ।

ଧନିଷ୍ଠା- ପୈତୃକ ସମ୍ପତିକୁ ନେଇ ନିଜ ଲୋକ କ୍ଷତି କରିବା ପାଇଁ ଚେଷ୍ଟା କରିବେ । ମହିଳା ମାନେ ଉଚ୍ଚମନା ରହିବେ । ମନୋରଞନ କାର‌୍ୟ୍ୟରେ ବା କଳାସଙ୍ଗୀତ ଓ ନୃତ୍ୟ ଗୀତରେ ମଜ୍ଜି ରହିବେ ।

ପ୍ରତିକାର – ଶନିଦେବଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :