• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 24th June 2023: ଏହି ରାଶିର ବ୍ୟକ୍ତି ଆଜି ଶତ୍ରୁଙ୍କର ଷଡଯନ୍ତ୍ରର ଶିକାର ହୋଇପାରନ୍ତି

ସୈାର ମିଥୁନ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୨୪ ତାରିଖ ଶନିବାର । ଚନ୍ଦ୍ର – ସିଂହ ଅହୋରାତ୍ର,ତିଥି – ୬ଷ୍ଠୀ ରାତ୍ରି ୧୦.୧୭ ଗତେ ୭ମୀ,ଘାତ ଚନ୍ଦ୍ର – କର୍କଟ, ମକର ଅହୋରାତ୍ର,ଘାତ ବାର – ବୃଷ, ସିଂହ ଓ କନ୍ୟା,ପୁଷ୍କର ଦୋଷ – ୧ ପାଦ - କୃଷିହାନି-ଭୂମିଦାନ ରାତ୍ରି ୧୦.୧୭ ଗତେ ୨ ପାଦ

Aries

ମେଷ

Saturday 24 Jun 2023

ଅଶ୍ୱନୀ- ଶରିରକୁ ସୁସ୍ଥ ରଖିବା ପାଇଁ ଆଜି ଆପଣ ବହୁତ ଯୋଜନା କରିବେ । ଆପଣ ନିଜ କଥାରେ ଅନ୍ୟ ମାନଙ୍କ ମନ ମୋହିବେ

ଦ୍ୱିଜା- ବ୍ୟବସାୟରେ ଆଂଶିକ ସଫଳତା ପାଇବେ । ରାଜନିତିରେ ଛୋଟ କଥାକୁ ବଡ କରି ବିବାଦ ଲାଗିପାରେ । ଛାତ୍ରଛାତ୍ରୀ ମାନେ ପଢାରେ କଷ୍ଟ କରିବେ ।

କୃତିକା- କର୍ମକ୍ଷେତ୍ରରେ ସାମାନ୍ୟ ବିଶ୍ରାମ କରିବାର ସୁଯୋଗ ପାଇବା କଷ୍ଟକର ହୋଇପାରେ । ଅଧିକ ମୂଲ୍ୟ ଦେଇ ଜମି କିଣିବେ । ଶତୃଙ୍କର ସଡଯନ୍ତ୍ରର ଶିକାର ହୋଇ ପାରନ୍ତି 

ପ୍ରତିକାର – ହନୁମାନଙ୍କର ଆରାଧନା କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :