ସୈାର ମିଥୁନ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୨୪ ତାରିଖ ଶନିବାର । ଚନ୍ଦ୍ର – ସିଂହ ଅହୋରାତ୍ର,ତିଥି – ୬ଷ୍ଠୀ ରାତ୍ରି ୧୦.୧୭ ଗତେ ୭ମୀ,ଘାତ ଚନ୍ଦ୍ର – କର୍କଟ, ମକର ଅହୋରାତ୍ର,ଘାତ ବାର – ବୃଷ, ସିଂହ ଓ କନ୍ୟା,ପୁଷ୍କର ଦୋଷ – ୧ ପାଦ - କୃଷିହାନି-ଭୂମିଦାନ ରାତ୍ରି ୧୦.୧୭ ଗତେ ୨ ପାଦ
ମୂଳା- ସ୍ୱାସ୍ଥ୍ୟ ସମସ୍ୟା ଉପନ୍ନ ହୋଇପାରେ । ଅନ୍ୟ କାହାର ସହଯୋଗ ନ ପାଇଲେ ମଧ୍ୟ ଯେଉଁ କାର୍ୟ୍ୟ କରିବେ ତାହା ସୂଚାରୁ ରୂପେ କରି ପାରିବେ
ପୂ, ଷାଢା- ସାମାଜିକ ଆଦୃତି ମାଧ୍ୟମରେ ସୁଖ ସମ୍ମାନ ପ୍ରଦାନ କରିବ । ଛାତ୍ରଙ୍କୁ କୌଣସି ଅଭିଜ୍ଞ ବ୍ୟକ୍ତିଙ୍କ ଠାରୁ ଭଲ ପରାମର୍ଶ ମିଳିବ
ଉ, ଷାଢା- ନିଜ ସାମର୍ଥ୍ୟ ଅନୁଯାୟୀ ସରଳ ଭାବେ କାମ ପୁରା କରିବେ । ରାଜନିତିରେ ମୂଖ୍ୟ ଭୂମିକା ଗ୍ରହଣ କରିବେ
ପ୍ରତିକାର – ଶ୍ରୀ ରାମଙ୍କୁ ଆରଧନା କରନ୍ତୁ
ଶୁଭ ରଙ୍ଗ :ହଳଦିଆ
ଶୁଭ ସଂଖ୍ୟା :୩