• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 24th June 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ଦୂର ସ୍ଥାନକୁ ଭ୍ରମଣର ଯୋଗ ରହିଛି

ସୌର ମିଥୁନମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୨୪ ତାରିଖ ସୋମବାର। ଚନ୍ଦ୍ର- ମକର ଅହୋରାତ୍ର,ତିଥି- ୩ୟା ରାତ୍ରି ୦୧.୨୩ ଗତେ ୪ର୍ଥୀ ,ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର ଅହୋରାତ୍ର,ଘାତବାର- ମିଥୁନ ରାଶିର,ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ଦିବା ୦୩.୫୩ ପର୍ଯ୍ୟନ୍ତ ।

Aries

ମେଷ

Monday 24 Jun 2024

ଅଶ୍ୱନୀ- ସାଂସାରିକ ସ୍ୱାଧିନତା ରହିବ । ବାହାରକୁ ବୁଲି ଯିବାର ଯୋଜନା କରିପାରନ୍ତି । ବାଣିଜ୍ୟରେ ମନ୍ଥରତା ରହିବ । ପଦ ମର‌୍ୟ୍ୟାଦା ବୃଦ୍ଧି ପାଇବ । ଅସୁବିଧାରେ ପଡି ବିରକ୍ତି ଭାବ ପ୍ରକାଶ କରିବେ । ଅଫିସରେ ଲାଗିରହିଥିବା ଅଶାନ୍ତିର ସମାପ୍ତି ହେବ

ଦ୍ୱିଜା- ଶିକ୍ଷାତ୍ରୀ ମାନେ ଦେଇଥିବା ପରିକ୍ଷାରେ କୃତକାର‌୍ୟ୍ୟ ହେବେ । କର୍ମକ୍ଷେତ୍ରରେ ଅହେତୁକ ବିଳମ୍ବ ଘଟିବ, ଶତୃମାନଙ୍କ ଉପଦ୍ରବ ବୃଦ୍ଧି ପାଇବ । କ୍ରୀଡାକ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ପାଇବେ ।

କୃତିକା- ଧାର ଦେଇଥିବା ପଇସା ଫେରସ୍ତ ପାଇବେ । ପରିବାରରେ ନୂଆ ଦାୟିତ୍ୱ ଗ୍ରହଣ କରିବେ । ବୁଝି ବିଚାରି ସମସ୍ୟାର ସମାଧାନ କରିବେ । ସମାଜ ସେବାରେ ମନ ବଳାଇବେ । ଜମି , ଦଲାଲ୍ଙ୍କୁ ଯଥେଷ୍ଟ ଲାଭ ମିଳିବ ।

ପ୍ରତିକାର - ଓଁ ହ୍ରୀଂ ଶ୍ରୀଂ ମଙ୍ଗଳାୟ ନମଃ ଜପ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :