• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 24th June 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ଦୂର ସ୍ଥାନକୁ ଭ୍ରମଣର ଯୋଗ ରହିଛି

ସୌର ମିଥୁନମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୨୪ ତାରିଖ ସୋମବାର। ଚନ୍ଦ୍ର- ମକର ଅହୋରାତ୍ର,ତିଥି- ୩ୟା ରାତ୍ରି ୦୧.୨୩ ଗତେ ୪ର୍ଥୀ ,ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର ଅହୋରାତ୍ର,ଘାତବାର- ମିଥୁନ ରାଶିର,ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ଦିବା ୦୩.୫୩ ପର୍ଯ୍ୟନ୍ତ ।

Scorpio

ବିଛା

Monday 24 Jun 2024

ବିଶାଖା- ମାନସିକ ସ୍ତରରେ ଶକ୍ତିଶାଳୀ ହେବାସହ ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତ ହେବ । ଶାରିରୀକ ସୁସ୍ଥତା ଦେଖାଦେବ । କର୍ମ କ୍ଷେତ୍ରରେ ଉତମ କାର୍ଯ୍ୟ କରି ପଦୋନ୍ନତି ପାଇବାର ରାସ୍ତା ପରିସ୍କାର କରି ପାରିବେ ।

ଅନୁରାଧା- ପ୍ରେମିକ ପ୍ରେମିକା ମାନେ କ୍ରୋଧ ନିରନ୍ତ୍ରଣ ନ ରଖିଲେ କ୍ଷତି ସହିବେ । ଶିକ୍ଷାର୍ଥୀ ମାନେ ପରୀକ୍ଷା ପ୍ରତିଯୋଗିତାରେ ସଫଳ ହେବେ । ଶତୃମାନେ ପରାଜିତ ହେବା ଫଳରେ ବ୍ୟବସାୟରେ ଭଲ ଲାଭ ପାଇବେ ।

ଜ୍ୟେଷ୍ଠା- କଳା, ସାହିତ୍ୟ, ଚଳଚ୍ଚିତ୍ର, ସଙ୍ଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । ସାମାଜିକ ସ୍ତରରେ ପ୍ରଶଂସିତ ହେବେ । ବନ୍ଧୁ ମିଳନ ହେତୁ ଖୁସୀ ରହିବେ ।

ପ୍ରତିକାର – ହନୁମାନ ଚାଳିଶା ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :