• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 24th March 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ଭ୍ରମଣର ଯୋଗ ରହିଛି

ସୈାର ମୀନ ମାସ ଚୈତ୍ର ଶୁକ୍ଲପକ୍ଷ । ଇଂରାଜୀରେ ୨୪ ତାରିଖ ଶୁକ୍ରବାର । ଚନ୍ଦ୍ର – ମେଷ ଅହୋରାତ୍ର,ତିଥି – ୩ୟା ସନ୍ଧ୍ୟା ୦୫.୦୦ ଗତେ ୪ର୍ଥୀ ଘାତ ଚନ୍ଦ୍ର – ମେଷ ଅହୋରାତ୍ର, ଘାତ ବାର- ବିଛା, ଧନୁ ଓ ମୀନ,ପୁଷ୍କର ଦୋଷ – ନାସ୍ତି ।

Taurus

ବୃଷ

Friday 24 Mar 2023

କୃତିକା- ପରିବାରରେ ଯେତେ ଅସୁବିଧା ଆସିଲେ ମଧ୍ୟ ସବୁକୁ ଏଡାଇ ଆଗକୁ ଯିବେ । ଜୀବନ ସାଥୀଙ୍କ ସହିତ ଦୂର ଯାତ୍ରାରେ ଆନନ୍ଦ ପାଇବେ । ଉଦବେଗରୁ ମୁକ୍ତି ମିଳିବ

ରୋହିଣୀ- କର୍ମକ୍ଷେତ୍ରରେ ଅଧିକ ପରିଶ୍ରମ କରିବାକୁ ପଡିପାରେ । ରାଜନିତି କରିବାରେ ଆଗ୍ରହ ପ୍ରକାଶ ପାଇବ । ଶତୃଙ୍କ ଦ୍ୱାରା ଉପକୃତ ହୋଇପାରନ୍ତି ।

ମୃଗଶିରା- ବିଦ୍ୟାର୍ଥୀ ମାନେ ପରୀକ୍ଷାରେ ଭଲ ସଫଳତା ପାଇବେ । ପିତୃ ପୁରୁଷ ସମ୍ପତି ପାଇଁ ଖୁସି ଅନୁଭବ କରିବେ । ମହିଳା ମାନେ ନୂଆ କାର୍ଯ୍ୟର ଅନୁସନ୍ଧାନ କରିବେ

ପ୍ରତିକାର – ମାଆ ଲକ୍ଷ୍ମୀଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :