• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 24th March 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ଭ୍ରମଣର ଯୋଗ ରହିଛି

ସୈାର ମୀନ ମାସ ଚୈତ୍ର ଶୁକ୍ଲପକ୍ଷ । ଇଂରାଜୀରେ ୨୪ ତାରିଖ ଶୁକ୍ରବାର । ଚନ୍ଦ୍ର – ମେଷ ଅହୋରାତ୍ର,ତିଥି – ୩ୟା ସନ୍ଧ୍ୟା ୦୫.୦୦ ଗତେ ୪ର୍ଥୀ ଘାତ ଚନ୍ଦ୍ର – ମେଷ ଅହୋରାତ୍ର, ଘାତ ବାର- ବିଛା, ଧନୁ ଓ ମୀନ,ପୁଷ୍କର ଦୋଷ – ନାସ୍ତି ।

Pisces

ମୀନ

Friday 24 Mar 2023

ପୂ, ଭାଦ୍ରପଦ- ପେଟରେ କଷ୍ଟ ଅନୁଭବ କରିବେ । ଭାଇ-ଭଉଣୀଙ୍କ ଖୁସି ପାଇଁ ପାରିବାରରେ ଶାନ୍ତି କେତେଂକାଶରେ ଦେଖାଦେବ । ପତ୍ନୀଙ୍କ ସହ ମନମାଳିନ୍ୟ ଯୋଗୁଁ ଆପଣ ଅଶାନ୍ତି ଭୋଗ କରିବେ ।

ଉ, ଭାଦ୍ରପଦ- ଉପଯୁକ୍ତ ସମୟରେ ଆଶା କରୁଥିବା ଦିଗରୁ ଅର୍ଥଲାଭ ହୋଇପାରେ । କର୍ମକ୍ଷେତ୍ରରେ ବାକି ପଡିଥିବା ପଇସା ପାଇବା ପାଇଁ ଚାପ ପ୍ରୟୋଗ କରିବେ । ଛାତ୍ରଛାତ୍ରି ମାନେ ସଫଳତା ହାସଲ କରିବେ ।

ରେବତୀ- ଚାକିରି କ୍ଷେତ୍ରରେ ମହିଳା ମାନେ ମନୋନିତ ସ୍ଥାନକୁ ସ୍ଥାନାନ୍ତରିତ ହୋଇପାରନ୍ତି । ରାଜନୀତିରେ ନୂତନ କାର୍ଯ୍ୟରେ ଆଗ୍ରହ ପ୍ରକାଶ କରିବେ ଓ ଲୋକ ମାନଙ୍କ ପାଖରେ ପ୍ରିୟ ହୋଇପାରିବେ ।

ପ୍ରତିକାର – ହଳଦିଆ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :