• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 24th March 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ଭ୍ରମଣର ଯୋଗ ରହିଛି

ସୈାର ମୀନ ମାସ ଚୈତ୍ର ଶୁକ୍ଲପକ୍ଷ । ଇଂରାଜୀରେ ୨୪ ତାରିଖ ଶୁକ୍ରବାର । ଚନ୍ଦ୍ର – ମେଷ ଅହୋରାତ୍ର,ତିଥି – ୩ୟା ସନ୍ଧ୍ୟା ୦୫.୦୦ ଗତେ ୪ର୍ଥୀ ଘାତ ଚନ୍ଦ୍ର – ମେଷ ଅହୋରାତ୍ର, ଘାତ ବାର- ବିଛା, ଧନୁ ଓ ମୀନ,ପୁଷ୍କର ଦୋଷ – ନାସ୍ତି ।

Gemini

ମିଥୁନ

Friday 24 Mar 2023

ମୃଗଶିରା- କୈାଣସି କାର୍ଯ୍ୟରେ ସଫଳତା ହାସଲ କରିବେ । ମୂଲ୍ୟବାନ୍ ଦ୍ରବ୍ୟ କ୍ରୟ କରିପାରନ୍ତି । ବନ୍ଧୁ ମେଳରେ ଆନନ୍ଦ ଅନୁଭବ କରିବେ । ଉଦର ବ୍ୟଥା ଭୋଗି ପାରନ୍ତି

ଆଦ୍ରା- ପ୍ରେମିକା,ପ୍ରେମିକ ମାନଙ୍କର ପୁର୍ବ ସ୍ମୃତି ଜାଗ୍ରତ ହୋଇପାରେ । ସାମାଜିକ କାର୍ଯ୍ୟରେ ଯୋଗ ଦେବେ । ଶିକ୍ଷାର୍ଥୀ ମାନେ ପଢାରେ ଅନ୍ୟସମସ୍କ ରହିବେ ।

ପୁନର୍ବସୁ- ଆପଣଙ୍କର କ୍ରୀଡା କାର‌୍ୟ୍ୟକଳାପକୁ ପୁନଃ ଆରମ୍ଭ କରିବା ପାଇଁ ଚେଷ୍ଟା କରିବେ । ଆପଣ ବାଧାବିଘ୍ନର ସମ୍ମୁଖୀନ ହୋଇପାରନ୍ତି ଜ୍ଝ ଆପଣ ବୁଦ୍ଧିମାନ ଭାବରେ ବିଚାର କରିବାରେ ସକ୍ଷମ ହେବେ

ପ୍ରତିକାର – ବିଷ୍ଣୁଙ୍କର ସହସ୍ର ନାମ ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :