• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 24th March 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ଭ୍ରମଣର ଯୋଗ ରହିଛି

ସୈାର ମୀନ ମାସ ଚୈତ୍ର ଶୁକ୍ଲପକ୍ଷ । ଇଂରାଜୀରେ ୨୪ ତାରିଖ ଶୁକ୍ରବାର । ଚନ୍ଦ୍ର – ମେଷ ଅହୋରାତ୍ର,ତିଥି – ୩ୟା ସନ୍ଧ୍ୟା ୦୫.୦୦ ଗତେ ୪ର୍ଥୀ ଘାତ ଚନ୍ଦ୍ର – ମେଷ ଅହୋରାତ୍ର, ଘାତ ବାର- ବିଛା, ଧନୁ ଓ ମୀନ,ପୁଷ୍କର ଦୋଷ – ନାସ୍ତି ।

Cancer

କର୍କଟ

Friday 24 Mar 2023

ପୁନର୍ବସୁ- ରୋଗରୁ ରକ୍ଷା ପାଇପାରିବେ । ବୃତ୍ତିରେ ଉନ୍ନତି ଆଣିବା ପାଇଁ ଅନେକ ସୁଯୋଗ ଉପଭୋଗ କରିବେ । ଆପଣଙ୍କର ପ୍ରେମ ଜୀବନ ଅଧିକ ରୋମାଞ୍ଚକର ହେବ । ସକରାତ୍ମକ ଫଳାଫଳ ଅନୁଭବ କରିବେ

ପୁଷ୍ୟା- ସମ୍ମାନ ଏବଂ ପ୍ରତିଷ୍ଠା ବୃଦ୍ଧି ପାଇବ । ଆପଣ ଏକ ନୂତନ କାର‌୍ୟ୍ୟ ଆରମ୍ଭ କରିବେ । ଉଚ୍ଚଶିକ୍ଷାକୁ ପ୍ରାଥମିକତା ଦେବେ । ଆପଣଙ୍କର ଆୟ ବୃଦ୍ଧି କରିବାର ଅନେକ ସମ୍ଭାବନା ରହିଛି

ଅଶ୍ଳେଷା- ଆପଣଙ୍କ ସାଥୀଙ୍କୁ ଅଧିକ ସମର୍ଥନ କରନ୍ତୁ । ଆପଣ ସର୍ବଦା ନିଜର ଭବିଷ୍ୟତକୁ ଧ୍ୟାନରେ ରଖି କାର‌୍ୟ୍ୟ କରିବା ଉଚିତ । ଆପଣ ନିଜ ପାଇଁ କୌଣସି ସମ୍ପତ୍ତି ବିନିଯୋଗ କିମ୍ବା କ୍ରୟ କରିବେ

ପ୍ରତିକାର – ଚନ୍ଦ୍ରଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :