• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 24th March 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ଭ୍ରମଣର ଯୋଗ ରହିଛି

ସୈାର ମୀନ ମାସ ଚୈତ୍ର ଶୁକ୍ଲପକ୍ଷ । ଇଂରାଜୀରେ ୨୪ ତାରିଖ ଶୁକ୍ରବାର । ଚନ୍ଦ୍ର – ମେଷ ଅହୋରାତ୍ର,ତିଥି – ୩ୟା ସନ୍ଧ୍ୟା ୦୫.୦୦ ଗତେ ୪ର୍ଥୀ ଘାତ ଚନ୍ଦ୍ର – ମେଷ ଅହୋରାତ୍ର, ଘାତ ବାର- ବିଛା, ଧନୁ ଓ ମୀନ,ପୁଷ୍କର ଦୋଷ – ନାସ୍ତି ।

Leo

ସିଂହ

Friday 24 Mar 2023

ମଘା- ଆଶଙ୍କାରେ ଦିନ କାଟିବେ । ଆତ୍ମୀୟଙ୍କ ଦୁର୍ବବ୍ୟବହାର ଭୋଗିବେ । ନିତ୍ୟ କର୍ମରେ ବ୍ୟତିକ୍ରମ ଘଟିପାରେ । ପରିବେଶ ଆନନ୍ଦ ଦାୟକ ରହିବ । ଧନ ହେତୁ ଶାନ୍ତି ଅନୁଭବ କରିବେ

ପୂ- ଫାଲ୍‌ଗୁନୀ- ବ୍ୟବସାୟୀ ମାନେ ବ୍ୟବସାୟକୁ ବଢାଇବା ପାଇଁ ମନକୁ ନୂଆ ନୂଆ ବିଚାର ଆସିବ । ଚାକିରୀରେ କର୍ମତତ୍‌ପର ରହି ସମସ୍ତଙ୍କର ପ୍ରିୟ ପାତ୍ର ହୋଇପାରିବେ

ଉ- ଫାଲ୍‌ଗୁନୀ- ରାଜନୀତିରେ ଦୁଃଶାହସିକ ପଦକ୍ଷପ ଗ୍ରହଣ କରିବେ । ଖଳ ଲୋକଙ୍କ ଦ୍ୱାରା କ୍ଷତିଗ୍ରସ୍ତ ହୋଇପାରନ୍ତି । ଶିକ୍ଷାର୍ଥୀ ମାନଙ୍କର ଶିକ୍ଷାରେ ଦକ୍ଷତା ଓ ଅଭିଜ୍ଞତା ବଢିବ

ପ୍ରତିକାର – ସୂର‌୍ୟ୍ୟକୁ ଜଳଦାନ କରି ଦିନ ଆରମ୍ଭ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :