• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 24th March 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ଭ୍ରମଣର ଯୋଗ ରହିଛି

ସୈାର ମୀନ ମାସ ଚୈତ୍ର ଶୁକ୍ଲପକ୍ଷ । ଇଂରାଜୀରେ ୨୪ ତାରିଖ ଶୁକ୍ରବାର । ଚନ୍ଦ୍ର – ମେଷ ଅହୋରାତ୍ର,ତିଥି – ୩ୟା ସନ୍ଧ୍ୟା ୦୫.୦୦ ଗତେ ୪ର୍ଥୀ ଘାତ ଚନ୍ଦ୍ର – ମେଷ ଅହୋରାତ୍ର, ଘାତ ବାର- ବିଛା, ଧନୁ ଓ ମୀନ,ପୁଷ୍କର ଦୋଷ – ନାସ୍ତି ।

Virgo

କନ୍ୟା

Friday 24 Mar 2023

ଉ- ଫାଲ୍‌ଗୁନୀ- ମାନସିକ ଉତେଜନା ଭୋଗିବେ । ଆପଣଙ୍କ ଚିନ୍ତା ଧାରାକୁ ବଦଳାଇ ବ୍ୟବସାୟରେ ଲାଭବାନ୍ ହେବାକୁ ଚେଷ୍ଟା କରିବେ । କାର୍ଯ୍ୟ କ୍ଷେତ୍ରରେ କାର୍ଯ୍ୟ ସିଦ୍ଧି ଲାଭ଼ କରିବେ

ହସ୍ତା- ବ୍ୟୟ ଅଧିକ ହେଲେ ବି ଆୟ ସଂଖ୍ୟା ବଢିପାରେ । କୈାଣସି କାର୍ଯ୍ୟରେ ବିଚଳିତ ହୁଅନ୍ତୁ ନାହିଁ । ରାଜନୀତିରେ ବିବାଦ ଦେଖାଦେଲେ ବି ପରେ ସମାଧାନ ହୋଇଯିବ ।

ଚିତ୍ରା- ସମ୍ପତି କ୍ରୟ କରିବାର ସୁଯୋଗ ପାଇବେ । ଛାତ୍ରଛାତ୍ରି ମାନେ ପଢାରେ ଅବେହଳା କରି ପାରନ୍ତି । ମହିଳା ମାନଙ୍କ ମନବଳ ବୃଦ୍ଧି ଘଟିବ ।

ପ୍ରତିକାର - ଐ୍ୟଂ ସ୍ତୀଂ ଶ୍ରୀଂ ବୁଧାୟ ନମଃ ଜପ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :