• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 24th March 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ଭ୍ରମଣର ଯୋଗ ରହିଛି

ସୈାର ମୀନ ମାସ ଚୈତ୍ର ଶୁକ୍ଲପକ୍ଷ । ଇଂରାଜୀରେ ୨୪ ତାରିଖ ଶୁକ୍ରବାର । ଚନ୍ଦ୍ର – ମେଷ ଅହୋରାତ୍ର,ତିଥି – ୩ୟା ସନ୍ଧ୍ୟା ୦୫.୦୦ ଗତେ ୪ର୍ଥୀ ଘାତ ଚନ୍ଦ୍ର – ମେଷ ଅହୋରାତ୍ର, ଘାତ ବାର- ବିଛା, ଧନୁ ଓ ମୀନ,ପୁଷ୍କର ଦୋଷ – ନାସ୍ତି ।

Scorpio

ବିଛା

Friday 24 Mar 2023

ବିଶାଖା- ଶାରୀରିକ ଅବସ୍ଥାରେ ସନ୍ତୁଳନ ପାଇବେ । ଭଲ ପାଉଥିବା ଲୋକଙ୍କ ସହିତ ଆପଣ ସମୟ ବିତାଇବେ । ନିଜର ବନ୍ଧନକୁ ଦୃଢ଼ କରିବା ପାଇଁ ପ୍ରୟାସ କରିବେ । ଯଦି ଆପଣ ଏକ ନୂତନ ବ୍ୟବସାୟ ଆରମ୍ଭ କରନ୍ତି, ତେବେ ଫଳାଫଳ ଅନୁକୂଳ ହେବ

ଅନୁରାଧା- ଆପଣଙ୍କର ବ୍ୟକ୍ତିତ୍ୱ ପ୍ରତ୍ୟେକ କ୍ଷେତ୍ରରେ ବିକାଶ ହେବ । ପରୀକ୍ଷା ପ୍ରାର୍ଥୀମାନେ ଶ୍ରେଷ୍ଠ ପ୍ରଦର୍ଶନକାରୀ ହେବାର ସମ୍ଭାବନା ଅଧିକ ଦେଖାଦେବ

ଜ୍ୟୋଷ୍ଠା- ନିଜ ଜୀବନକୁ ସୁସଂଗଠିତ ରଖିବା ପାଇଁ ନିଜର ଦକ୍ଷତା ବିକାଶ କରିବା ଆବଶ୍ୟକ । ସରକାରୀ କ୍ଷେତ୍ରର କର୍ମଚାରୀଙ୍କ ଦରମା ବୃଦ୍ଧି ପାଇପାରେ । ମହିଳା ମାନେ କାର୍ଯ୍ୟ ବ୍ୟସ୍ତ ରହି ପାରନ୍ତି

ପ୍ରତିକାର – ମା ଚର୍ଚ୍ଚିକାଙ୍କ ପୂଜା ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :