• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 24th March 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ଭ୍ରମଣର ଯୋଗ ରହିଛି

ସୈାର ମୀନ ମାସ ଚୈତ୍ର ଶୁକ୍ଲପକ୍ଷ । ଇଂରାଜୀରେ ୨୪ ତାରିଖ ଶୁକ୍ରବାର । ଚନ୍ଦ୍ର – ମେଷ ଅହୋରାତ୍ର,ତିଥି – ୩ୟା ସନ୍ଧ୍ୟା ୦୫.୦୦ ଗତେ ୪ର୍ଥୀ ଘାତ ଚନ୍ଦ୍ର – ମେଷ ଅହୋରାତ୍ର, ଘାତ ବାର- ବିଛା, ଧନୁ ଓ ମୀନ,ପୁଷ୍କର ଦୋଷ – ନାସ୍ତି ।

Capricorn

ମକର

Friday 24 Mar 2023

ଉ, ଷାଢା- କୈାଣସି କାରଣରୁ ମନରେ ଭୟ ଆସିପାରେ । ଆମୋଦ, ପ୍ରମୋଦରେ ଦିନ କଟିବ । ଧର୍ମ ଭାବନାରୁ ଶାନ୍ତି ମିଳିବ । କର୍ମ କ୍ଷେତ୍ରରେ ସହକର୍ମୀଙ୍କର ସହୟତା ଲୋଡିବେ

ଶ୍ରବଣା- ପାରିବାରିକ ବୁଝାବଣା ବଢିବ । ଲୋକ ମାନଙ୍କ ସେବା କରିବାରେ ମନବଳାଇବେ । ବନ୍ଧୁ ସହୟତା ମିଳିବ । ରାଜନୀତିରେ ହଠାତ୍ ନିର୍ଣ୍ଣୟ ନେବାକୁ ପଡିପାରେ ।

ଧନିଷ୍ଠା- ଶତୃଙ୍କର ସମ୍ମୁଖୀନ ହୋଇପାରନ୍ତି । ହଜି ଯାଇଥିବା ଦ୍ରବ୍ୟର ସନ୍ଧାନ ମିଳିବ । ଅଯଥା କୋର୍ଟ ମାମଲାରେ ଫସି ଯାଇ ହଇରାଣ ହୋଇପାରନ୍ତି ।

ପ୍ରତିକାର – କାଳିଙ୍କ ଯନ୍ତ୍ରିକା ମହା କବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :