• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 24th March 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ରାଜନୀତି କ୍ଷେତ୍ରରେ ଯଶ ମାନ ବୃଦ୍ଧି ହେବ

ସୈାର ମୀନ ମାସ ଫାଲ୍‌ଗୁନ ଶୁକ୍ଳପକ୍ଷ। ଇଂରାଜୀରେ ୨୪ ତାରିଖ ରବିବାର । ଚନ୍ଦ୍ର- ସିଂହ ଦିବା ୦୨.୨୦ ଗତେ କନ୍ୟା,ତିôଥ- ୧୪ଶୀ ଦିବା ୦୯.୫୫ ଗତେ ପୂର୍ଣ୍ଣିମା,ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ,ଦିବା ୦୨.୨୦ ଗତେ ବୃଷ ରାଶିର ଘାତବାର- ମେଷ ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ପ୍ରାତଃ ୦୭.୩୩ ଗତେ ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ।

Taurus

ବୃଷ

Sunday 24 Mar 2024

କୃତିକା- ଚାକିରୀ ଖୋଜୁଥିବା ବ୍ୟକ୍ତିମାନଙ୍କୁ ନିଜର ଚେଷ୍ଟା ଓ ପରିଶ୍ରମର ପରିମାଣ ମିଳିବ । ଛୋଟ ଛୋଟ କଥାକୁ ନେଇ ପ୍ରେମି ଯୁଗଳଙ୍କ ମଧ୍ୟରେ ମତାନ୍ତର ହୋଇପାରେ । ଆଖ ପାଖ ଗତିବିଧି ଉପରେ ନଜର ରଖନ୍ତୁ ।

ରୋହିଣୀ – ସମ୍ପର୍କୀୟ ବନ୍ଧୁଙ୍କ ସାହାର‌୍ୟ୍ୟ ସହଯୋଗରେ ସ୍ଥଗିତ ଥିବା କର୍ମ ସହଜ ସରଳରେ ପୂର୍ଣ୍ଣ ହେବ । ସମାଜ କଲ୍ୟାଣ, ମନ୍ଦିର ମାନଙ୍କରେ ଯୋଗଦାନ କରି ପ୍ରଂଶସିତ ହେବେ । ଅଧିକ ଆତ୍ମବିଶ୍ୱାସ ହାନିକାରକ ହୋଇପାରେ ।

ମୃଗଶିରା – ଜମିବାଡି ସମସ୍ୟାର ସି୍ଥତି ଆପଣଙ୍କ ସପକ୍ଷରେ ରହିବ । ବିଦ୍ୟାର୍ଥୀ ମାନେ ପ୍ରତିଦ୍ୱନ୍ଦିତାରେ ସଫଳ ହେବା ପାଇଁ ଚେଷ୍ଟା କରିବେ । ଧାର ଦେବା ନେବାରେ ନିବୃତ ରୁହନ୍ତୁ ।

ପ୍ରତିକାର – ନାଲି ରଙ୍ଗର ଗାଇକୁ ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :