• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 24th March 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ରାଜନୀତି କ୍ଷେତ୍ରରେ ଯଶ ମାନ ବୃଦ୍ଧି ହେବ

ସୈାର ମୀନ ମାସ ଫାଲ୍‌ଗୁନ ଶୁକ୍ଳପକ୍ଷ। ଇଂରାଜୀରେ ୨୪ ତାରିଖ ରବିବାର । ଚନ୍ଦ୍ର- ସିଂହ ଦିବା ୦୨.୨୦ ଗତେ କନ୍ୟା,ତିôଥ- ୧୪ଶୀ ଦିବା ୦୯.୫୫ ଗତେ ପୂର୍ଣ୍ଣିମା,ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ,ଦିବା ୦୨.୨୦ ଗତେ ବୃଷ ରାଶିର ଘାତବାର- ମେଷ ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ପ୍ରାତଃ ୦୭.୩୩ ଗତେ ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ।

Gemini

ମିଥୁନ

Sunday 24 Mar 2024

ମୃଗଶିରା- କର୍ମ କ୍ଷେତ୍ରରେ ଶୁଭ ସମାଚାର ଶୁଣି ଖୁସି ହେବେ । ସାଙ୍ଗସାଥୀ ମାନେ ସାହାର୍ଯ୍ୟ ସହଯୋଗ କରିବା ଫଳରେ ଆଶା କରିଥିବା କାମଟି ସମ୍ପନ୍ନ କରିପାରିବେ । ଖାଦ୍ୟ ବ୍ୟବସାୟୀ ମାନେ ପ୍ରଚୁର ଲାଭ କରିବେ ।

ଆଦ୍ରା- ରାଜନୀତି କ୍ଷେତ୍ରରେ ଯଶ ମାନ ବୃଦ୍ଧି ହେବ । ଶିକ୍ଷାର୍ଥୀ ମାନେ ପ୍ରତିଯୋଗିତା ମୂଳକ ପରୀକ୍ଷାରେ ଜୟଯୁକ୍ତ ହେବେ । ବୃତ୍ତିଗତ ଦୃଷ୍ଟିରୁ ସୁରକ୍ଷିତ ରହିବେ ।

ପୁନର୍ବସୁ- ଚଳଚ୍ଚିତ୍ର ତଥା ମନୋରଞ୍ଜନରେ ନିଜକୁ ନିୟୋଜିତ କଲେ ପ୍ରଶଂସିତ ହେବେ। ପୁରାଣ ପଠନ ସାଙ୍ଗକୁ ଧର୍ମକାର‌୍ୟ୍ୟ ପ୍ରତି ରୁଚି ବଳିବ। ବନ୍ଧୁଙ୍କ ମନରେ ବିଶ୍ୱାସ ହେଲା ଭଳି କଥା କହି କାମ ହାସଲରେ ସମର୍ଥ ହେବେ।

ପ୍ରତିକାର- ଗଜେନ୍ଦ୍ର ମୋକ୍ଷ ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :