• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 24th March 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ରାଜନୀତି କ୍ଷେତ୍ରରେ ଯଶ ମାନ ବୃଦ୍ଧି ହେବ

ସୈାର ମୀନ ମାସ ଫାଲ୍‌ଗୁନ ଶୁକ୍ଳପକ୍ଷ। ଇଂରାଜୀରେ ୨୪ ତାରିଖ ରବିବାର । ଚନ୍ଦ୍ର- ସିଂହ ଦିବା ୦୨.୨୦ ଗତେ କନ୍ୟା,ତିôଥ- ୧୪ଶୀ ଦିବା ୦୯.୫୫ ଗତେ ପୂର୍ଣ୍ଣିମା,ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ,ଦିବା ୦୨.୨୦ ଗତେ ବୃଷ ରାଶିର ଘାତବାର- ମେଷ ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ପ୍ରାତଃ ୦୭.୩୩ ଗତେ ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ।

Cancer

କର୍କଟ

Sunday 24 Mar 2024

ପୁନର୍ବସୁ - ସ୍ୱାସ୍ଥ୍ୟ ପୂର୍ବ ଅପେକ୍ଷା ଭଲ ରହିବ । ନିଜର ମନ ଅନୁସାରେ କର୍ମ କ୍ଷେତ୍ରରେ ସ୍ୱାଧିନତା ପାଇବେ । ପାରିବାରିକ ଜୀବନେର ସନ୍ତୁଳତା ରକ୍ଷା କରିବେ । ବନ୍ଧୁତ୍ୱ ସମ୍ପର୍କରେ କିଛି ଉନ୍ନତି ଆସିବ ଏବଂ ତାଙ୍କ ସହିତ ମିଶି କଛି ନୂଆ ଯୋଜନା କରିବେ ।

ପୁଷ୍ୟା – ସନ୍ତାନ ମାନଙ୍କ ସାଫଲ୍ୟ ମନରେ ଖୁସି ଆଣିଦେବ । ରାଜନୀତିରେ ନାନା ପ୍ରକାର ସମସ୍ୟା ଭିତରେ ଗତି କରିପାରନ୍ତି । ବାଣିଜ୍ୟ ବ୍ୟବସାୟରେ ସି୍ଥର ଅବସ୍ଥା ଲାଗି ରହିବ । ଘର ପାଇଁ ଆସବାବ କ୍ରୟ କରିବେ ।

ଅଶ୍ଳେଷା - ଗୃହିଣୀ ମାନଙ୍କ ପାଇଁ ଦିନଟି ମିଶ୍ରିତ ରହିବ । ସାହାର‌୍ୟ୍ୟ କାରୀ ବ୍ୟକ୍ତିଙ୍କ ସହିତ ପରିଚୟ ହେବ । ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ । ଖୁସି ଖବର ଶୁଣି ମନ ପ୍ରଫୁଲିତ ରହିବ ।

ପ୍ରତିକାର – ଧଳା କପଡାରେ କିଛି ଅରୁଆ ଚାଉଳ ଓ ମିଶିରେ ମିଶାଇ ଜଳରେ ଭସାଇ ଦିଅନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :