Daily Horoscope 24th March 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ରାଜନୀତି କ୍ଷେତ୍ରରେ ଯଶ ମାନ ବୃଦ୍ଧି ହେବ
/odishatv-khabar/media/media_files/uploadimage/library/16_9/16_9_0/IMAGE_1711248283-658856.jpg)
ସୈାର ମୀନ ମାସ ଫାଲ୍ଗୁନ ଶୁକ୍ଳପକ୍ଷ। ଇଂରାଜୀରେ ୨୪ ତାରିଖ ରବିବାର । ଚନ୍ଦ୍ର- ସିଂହ ଦିବା ୦୨.୨୦ ଗତେ କନ୍ୟା,ତିôଥ- ୧୪ଶୀ ଦିବା ୦୯.୫୫ ଗତେ ପୂର୍ଣ୍ଣିମା,ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ,ଦିବା ୦୨.୨୦ ଗତେ ବୃଷ ରାଶିର ଘାତବାର- ମେଷ ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ପ୍ରାତଃ ୦୭.୩୩ ଗତେ ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
