• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 24th March 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ରାଜନୀତି କ୍ଷେତ୍ରରେ ଯଶ ମାନ ବୃଦ୍ଧି ହେବ

ସୈାର ମୀନ ମାସ ଫାଲ୍‌ଗୁନ ଶୁକ୍ଳପକ୍ଷ। ଇଂରାଜୀରେ ୨୪ ତାରିଖ ରବିବାର । ଚନ୍ଦ୍ର- ସିଂହ ଦିବା ୦୨.୨୦ ଗତେ କନ୍ୟା,ତିôଥ- ୧୪ଶୀ ଦିବା ୦୯.୫୫ ଗତେ ପୂର୍ଣ୍ଣିମା,ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ,ଦିବା ୦୨.୨୦ ଗତେ ବୃଷ ରାଶିର ଘାତବାର- ମେଷ ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ପ୍ରାତଃ ୦୭.୩୩ ଗତେ ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ।

Sagittarius

ଧନୁ

Sunday 24 Mar 2024

ମୂଳା- ଭାବନାତ୍ମକ ରୂପରେ ଅଧିକ ସକ୍ଷମ ଓ ଅନୁଭବି ହେବେ । ପ୍ରିୟ ଜନ ମାନଙ୍କୁ ଆର୍ଥିକ ସାହାର୍ଯ୍ୟ କରିବେ । ଦାମ୍ପତ୍ୟ ସୁଖ ବୃଦ୍ଧି ହେବା ସହ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ ।

ପୂ, ଷାଢା- ରାଜନୀତି କ୍ଷେତ୍ରରେ ଲୋକପ୍ରିୟତା ବୃଦ୍ଧି ହେବା ସହିତ ଶୁଭ ସମାଚାର ଶୁଣିବାକୁ ମିଳିବ । ଦୂର ଯାତ୍ରାରୁ ବହୁତ ଲାଭ ପାଇବେ । ଆକସ୍ମିକ ଧନ ପ୍ରାପ୍ତି ହେବା ଫଳରେ ଋଣମୁକ୍ତି ପାଇଁ ରାସ୍ତା ଦେଖାଦେବ ।

ଉ, ଷାଢା- ଆୟ ଉପାର୍ଜନରେ ବାଧାସୃଷ୍ଟି ହୋଇପାରେ । ନୂତନ କର୍ମପ୍ରାପ୍ତିର ସୁଯୋଗ ପାଇବେ । ଯାନବାହାନର ନବୀକରଣ କରିବା ପାଇଁ ମନ ବଳେଇ ପାରନ୍ତି

ପ୍ରତିକାର- ମା ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :