ମନଟା ବିଭିନ୍ନ କଥାକୁ ନେଇ ଭଲ ନ ଲାଗିବାରୁ କୌଣସି କାମ ପ୍ରତି ଉତ୍ସାହ ରହିବ ନାହିଁ। ଆଜିର ଯାତ୍ରାରେ ଅଭିଳଷିତ ଫଳ ପାଇବେ। କର୍ମକ୍ଷେତ୍ରରେ ଆଶଙ୍କା କରୁଥିବା ଘଟଣା ସେମିତି କିଛି ହେବ ନାହିଁ।
କୃତିକା- ନିଜର ଲକ୍ଷ୍ୟ ହାସଲ ଲାଗି ଯୋଜନା ପ୍ରସ୍ତୁତ କରିପାରନ୍ତି । ପେସାଦାର ବ୍ୟବସାୟଙ୍କୁ ଅଚାନକ ଧନଲାଭ ହୋଇପାର। ଅଫିସ କାମରେ ମନ୍ଥର ଗତିରେ ପୂରା ହେବ।ରୋହିଣୀ- ଅତ୍ୟଧିକ ଭାବ ପ୍ରବଣ ହୋଇ ଅପଦସ୍ତ ହେବେ । ବିଶ୍ୱାସ ସହ ଆଗକୁ ମାଡି ଚାଲିବେ । ବାକି ପଡିଥିବା ଅର୍ଥକୁ କୈାଶଳରେ ଆଦାୟ କରିବାକୁ ସମର୍ଥ ହେବେ । ଈଶ୍ୱରଙ୍କ ସାଧନାରେ ଲିପ୍ତ ରହିବେ ।ମୃଗଶିରା- ବିରୋଧୀ ମାନଙ୍କ ପ୍ରତି ସାବଧାନ ରୁହନ୍ତୁ। ବାଟରେ ଯିବା ସମୟରେ ଯାନ୍ତ୍ରିକ ତ୍ରୁଟି ଅସୁବିଧାରେ ପକାଇପାରେ। ବାଧ୍ୟତାବଶତଃ ଆନୁଷ୍ଠାନିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡିପାରେ ।
ପ୍ରତିକାର – ମା’ କମଳାଙ୍କର ମୂଳମନ୍ତ୍ର ପାଠ କରନ୍ତୁ ।
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬
ମନଟା ବିଭିନ୍ନ କଥାକୁ ନେଇ ଭଲ ନ ଲାଗିବାରୁ କୌଣସି କାମ ପ୍ରତି ଉତ୍ସାହ ରହିବ ନାହିଁ। ଆଜିର ଯାତ୍ରାରେ ଅଭିଳଷିତ ଫଳ ପାଇବେ। କର୍ମକ୍ଷେତ୍ରରେ ଆଶଙ୍କା କରୁଥିବା ଘଟଣା ସେମିତି କିଛି ହେବ ନାହିଁ।ଦ୍ୱିଜା- ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିବେ। ପାରିବାରିକ ସ୍ଥିତି ସୁଧୁରି ଯାଇ ସୁଖ ସମୃଦ୍ଧି ବୃଦ୍ଧି ହେବ। ବ୍ୟବସାୟରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ ।