ମନଟା ବିଭିନ୍ନ କଥାକୁ ନେଇ ଭଲ ନ ଲାଗିବାରୁ କୌଣସି କାମ ପ୍ରତି ଉତ୍ସାହ ରହିବ ନାହିଁ। ଆଜିର ଯାତ୍ରାରେ ଅଭିଳଷିତ ଫଳ ପାଇବେ। କର୍ମକ୍ଷେତ୍ରରେ ଆଶଙ୍କା କରୁଥିବା ଘଟଣା ସେମିତି କିଛି ହେବ ନାହିଁ।
ଧନିଷ୍ଠା- ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। କାରବାରରେ ସୁଧାର ଆସିବା ଫଳରେ ଅଧିକ ଲାଭ ହେବ। ଉଚ୍ଚଆଶା ସଫଳ ହେବା ଫଳରେ ପାରିବାରିକ କ୍ଷେତ୍ରରେ ଖୁସି ମିଳିବ।ଶତଭିଷା- ଶିକ୍ଷା ଓ କ୍ୟାରିୟର କ୍ଷେତ୍ରରେ ଆଗକୁ ବଢିବାର ସୁଯୋଗ ମିଳିବ ତେଣୁ ନିଷ୍ଠାପର ଭାବରେ ପ୍ରୟାସ ଜାରି ରଖିବ। କର୍ମକ୍ଷେତ୍ରରେ ଉଚ୍ଚବର୍ଗଙ୍କ ସାହାଯ୍ୟ ପାଇବେ। ପରୀକ୍ଷାରେ ସଫଳତାଦି ଅଭିଳାଷ ପୂର୍ଣ୍ଣତା ଲାଭ କରିବ। ପୂ,ଭାଦ୍ରପଦ- କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷା ପାଇଁ କଠିନ ପରିଶ୍ରମ କରିବାକୁ ପଡିବ । ପ୍ରିୟଜନ ମାନେ ଆଗକୁ ବଢିବାରେ ସାହାର୍ଯ୍ୟ କରିବେ। ଖାଦ୍ୟ ପେୟ ପ୍ରତି ସଜାଗ ରୁହନ୍ତୁ ।
ପ୍ରତିକାର – ରାହୁଙ୍କର ପୂଜାର୍ଚ୍ଚନା କରନ୍ତୁ
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮
ମନଟା ବିଭିନ୍ନ କଥାକୁ ନେଇ ଭଲ ନ ଲାଗିବାରୁ କୌଣସି କାମ ପ୍ରତି ଉତ୍ସାହ ରହିବ ନାହିଁ। ଆଜିର ଯାତ୍ରାରେ ଅଭିଳଷିତ ଫଳ ପାଇବେ। କର୍ମକ୍ଷେତ୍ରରେ ଆଶଙ୍କା କରୁଥିବା ଘଟଣା ସେମିତି କିଛି ହେବ ନାହିଁ।ଦ୍ୱିଜା- ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିବେ। ପାରିବାରିକ ସ୍ଥିତି ସୁଧୁରି ଯାଇ ସୁଖ ସମୃଦ୍ଧି ବୃଦ୍ଧି ହେବ। ବ୍ୟବସାୟରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ ।