• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 24th March 2025; ଆଜି କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ରାଶିଫଳ..

ମନଟା ବିଭିନ୍ନ କଥାକୁ ନେଇ ଭଲ ନ ଲାଗିବାରୁ କୌଣସି କାମ ପ୍ରତି ଉତ୍ସାହ ରହିବ ନାହିଁ। ଆଜିର ଯାତ୍ରାରେ ଅଭିଳଷିତ ଫଳ ପାଇବେ। କର୍ମକ୍ଷେତ୍ରରେ ଆଶଙ୍କା କରୁଥିବା ଘଟଣା ସେମିତି କିଛି ହେବ ନାହିଁ।

Gemini

ମିଥୁନ

Monday 24 Mar 2025

ମୃଗଶିରା- କାର୍ଯ୍ୟବ୍ୟସ୍ତତା ମଧ୍ୟରେ ରହି ଖାଇବା ପିଇବାରେ ଅବହେଳା କରି ନିଜର ସ୍ୱାସ୍ଥ୍ୟ ପାଇଁ ନିଜେ ହିଁ ବାଧକ ସାଜିବେ। ବ୍ୟବସାୟ ଓ ପରିବହନ କିନ୍ତୁ ଭଲରେ ଚାଲିବ। କଳାକ୍ଷେତ୍ରରେ ଥିବା ଲୋକ କିଛି ନୂଆ କରିବେ। ଆଦ୍ରା- ରାଜନୀତି କ୍ଷେତ୍ରରେ ବନ୍ଧୁ ମିତ୍ରଙ୍କର ସହଯୋଗ ପାଇବାସହ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ମନୋବିଜ୍ଞାନ ସମ୍ବନ୍ଧରେ ବିଶେଷ ରୁଚି ରହିବ। ବାକିଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବାରୁ ସନ୍ତୁଷ୍ଟି ମିଳିବ । ପୁନର୍ବସୁ- କିଣାବିକା କ୍ଷେତ୍ରରେ ସତର୍କତା ଅବଲମ୍ବନ ନକଲେ ଠକାମିରେ ପଡିପାରନ୍ତି। ମାଲିମକଦମା ଆପଷ ବୁଝାବଣା ମଧ୍ୟରେ ସମାଧାନ କରିବେ। ସାସ୍କୃତିକ କାର୍ଯ୍ୟରେ ସମ୍ମାନିତ ହେବାର ଯୋଗ ରହିଛି ।

ପ୍ରତିକାର – ବଗଳାମୁଖିଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :

VASTU TIPS

 ମନଟା ବିଭିନ୍ନ କଥାକୁ ନେଇ ଭଲ ନ ଲାଗିବାରୁ କୌଣସି କାମ ପ୍ରତି ଉତ୍ସାହ ରହିବ ନାହିଁ। ଆଜିର ଯାତ୍ରାରେ ଅଭିଳଷିତ ଫଳ ପାଇବେ। କର୍ମକ୍ଷେତ୍ରରେ ଆଶଙ୍କା କରୁଥିବା ଘଟଣା ସେମିତି କିଛି ହେବ ନାହିଁ।ଦ୍ୱିଜା- ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିବେ। ପାରିବାରିକ ସ୍ଥିତି ସୁଧୁରି ଯାଇ ସୁଖ ସମୃଦ୍ଧି ବୃଦ୍ଧି ହେବ। ବ୍ୟବସାୟରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ ।