ମନଟା ବିଭିନ୍ନ କଥାକୁ ନେଇ ଭଲ ନ ଲାଗିବାରୁ କୌଣସି କାମ ପ୍ରତି ଉତ୍ସାହ ରହିବ ନାହିଁ। ଆଜିର ଯାତ୍ରାରେ ଅଭିଳଷିତ ଫଳ ପାଇବେ। କର୍ମକ୍ଷେତ୍ରରେ ଆଶଙ୍କା କରୁଥିବା ଘଟଣା ସେମିତି କିଛି ହେବ ନାହିଁ।
ପୁନର୍ବସୁ- ଘରେ କୈାଣସି ଧାର୍ମିକ କାର୍ଯ୍ୟର ରୂପରେଖ ତିଆରି କରିପାରନ୍ତି। ପରିସ୍ଥିତିରେ ପଡି ଅନ୍ୟମାନଙ୍କୁ ଭୁଲ ବୁଝିବେ। କୌଣସି ଅସୁବିଧା ନଥିଲେ ମଧ୍ୟ ଅଯଥାରେ ଏଣୁ ତେଣୁ ଗୁଡାଏ ଚିନ୍ତାକରି ବିବ୍ରତ ହୁଅନ୍ତୁ ନାହିଁ । ପୁଷ୍ୟା- କର୍ମକ୍ଷେତ୍ରରେ ଶତ୍ରୁତା ବୃଦ୍ଧି ହୋଇପାରେ । ପ୍ରିୟ ବନ୍ଧୁଙ୍କ ସହିତ ଗପସପରେ ସମୟ ବିତାଇବେ। ଭାବନା ଉପରେ ନିୟନ୍ତ୍ରଣ ରଖିବାର ଶିକ୍ଷା ଲାଭ କରିବେ। ମାଙ୍ଗଳିକ କାର୍ଯ୍ୟରେ ଯୋଗ ଦେଇ ଅଶେଷ ସୁଖ ଲାଭ କରିବେ। ଅଶ୍ଲେଷା- ଜମିଜମା କାରବାରରେ ଠକାମୀରେ ପଡିବେ। ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ । ବିଶ୍ୱାସୀ ଲୋକମାନେ ଧୋକା ଦେବେ। ପ୍ରିୟ ଲୋକଙ୍କ ସହିତ ଆନନ୍ଦିତ ହେବେ।
ପ୍ରତିକାର – ଭୂବନେଶ୍ୱରୀ ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ।
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୨
ମନଟା ବିଭିନ୍ନ କଥାକୁ ନେଇ ଭଲ ନ ଲାଗିବାରୁ କୌଣସି କାମ ପ୍ରତି ଉତ୍ସାହ ରହିବ ନାହିଁ। ଆଜିର ଯାତ୍ରାରେ ଅଭିଳଷିତ ଫଳ ପାଇବେ। କର୍ମକ୍ଷେତ୍ରରେ ଆଶଙ୍କା କରୁଥିବା ଘଟଣା ସେମିତି କିଛି ହେବ ନାହିଁ।ଦ୍ୱିଜା- ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିବେ। ପାରିବାରିକ ସ୍ଥିତି ସୁଧୁରି ଯାଇ ସୁଖ ସମୃଦ୍ଧି ବୃଦ୍ଧି ହେବ। ବ୍ୟବସାୟରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ ।