• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 24th March 2025; ଆଜି କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ରାଶିଫଳ..

ମନଟା ବିଭିନ୍ନ କଥାକୁ ନେଇ ଭଲ ନ ଲାଗିବାରୁ କୌଣସି କାମ ପ୍ରତି ଉତ୍ସାହ ରହିବ ନାହିଁ। ଆଜିର ଯାତ୍ରାରେ ଅଭିଳଷିତ ଫଳ ପାଇବେ। କର୍ମକ୍ଷେତ୍ରରେ ଆଶଙ୍କା କରୁଥିବା ଘଟଣା ସେମିତି କିଛି ହେବ ନାହିଁ।

Leo

ସିଂହ

Monday 24 Mar 2025

ମଘା- ପୂର୍ବ ଯୋଜନା ଭଣ୍ଡୁର ହୋଇଯିବା ଆଶଙ୍କାରେ ମାନସିକ ଅସ୍ଥିରତା ସୃଷ୍ଟିହେବ। ପରିବାରରେ ମାଙ୍ଗଳିକ କାମ ସକାଶେ ତପ୍ତରତା ଦେଖା ଦେଇପାରେ। କର୍ମକ୍ଷେତ୍ରରେ ଭାବୁଥିବା କାମଟିକୁ କଷ୍ଟସାଧ୍ୟ ପୂରା କରିବେ ।ପୂ,ଫାଲଗୁନି-ଅସାବଧାନତା କାରଣରୁ ଦ୍ରବ୍ୟହାନି ଯୋଗୁ ବ୍ୟସ୍ତତା ବଢିଯିବ। ନିକଟ ସମ୍ପର୍କୀୟଙ୍କ ଈର୍ଷା ଓ ଅସୂୟା ଭାବ ଯୋଗୁ ବିଚଳିତବୋଧ କରିବେ। ପୁରୁଣା କାମଗୁଡିକର ସମୀକ୍ଷା କରିବେ। କିନ୍ତୁ ବିବାଦୀୟ ପରିସ୍ଥିତି ସୃଷ୍ଟିର ସମ୍ଭାବନା ରହିଛି । ଉ,ଫାଲଗୁନି- ଉଚ୍ଚଶିକ୍ଷାର ସୁଯୋଗ ପାଇବା ସହ ପରୀକ୍ଷା ପ୍ରତିଯୋଗିତାରେ ଶୁଭଫଳ ମିଳିବ। ସାମାଜିକ କାର୍ଯ୍ୟରେ ପ୍ରଶଂସା ମିଳିବ। ଧାର୍ମିକ ପରିବେଶରେ ଦେବଦର୍ଶନ ସଙ୍ଗକୁ ବନ୍ଧୁମିଳନରୁ ଆନନ୍ଦ ଅନୁଭବ କରିବେ ।

ପ୍ରତିକାର – ଶ୍ରୀ ମାତଙ୍ଗି ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ।

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :

VASTU TIPS

 ମନଟା ବିଭିନ୍ନ କଥାକୁ ନେଇ ଭଲ ନ ଲାଗିବାରୁ କୌଣସି କାମ ପ୍ରତି ଉତ୍ସାହ ରହିବ ନାହିଁ। ଆଜିର ଯାତ୍ରାରେ ଅଭିଳଷିତ ଫଳ ପାଇବେ। କର୍ମକ୍ଷେତ୍ରରେ ଆଶଙ୍କା କରୁଥିବା ଘଟଣା ସେମିତି କିଛି ହେବ ନାହିଁ।ଦ୍ୱିଜା- ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିବେ। ପାରିବାରିକ ସ୍ଥିତି ସୁଧୁରି ଯାଇ ସୁଖ ସମୃଦ୍ଧି ବୃଦ୍ଧି ହେବ। ବ୍ୟବସାୟରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ ।