• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 24th March 2025; ଆଜି କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ରାଶିଫଳ..

ମନଟା ବିଭିନ୍ନ କଥାକୁ ନେଇ ଭଲ ନ ଲାଗିବାରୁ କୌଣସି କାମ ପ୍ରତି ଉତ୍ସାହ ରହିବ ନାହିଁ। ଆଜିର ଯାତ୍ରାରେ ଅଭିଳଷିତ ଫଳ ପାଇବେ। କର୍ମକ୍ଷେତ୍ରରେ ଆଶଙ୍କା କରୁଥିବା ଘଟଣା ସେମିତି କିଛି ହେବ ନାହିଁ।

Virgo

କନ୍ୟା

Monday 24 Mar 2025

ଉ,ଫଳଗୁନି- ସ୍ୱାସ୍ଥ୍ୟ ପ୍ରାୟତଃ ଭଲ ରହିବ। କୌଣସି ଗୁରୁତ୍ୱ ପୂର୍ଣ୍ଣ କାର୍ଯ୍ୟକୁ ନେଇ ବ୍ୟସ୍ତ ରହିପାରନ୍ତି। ଜରୁରୀ କାମକୁ ମିତ୍ରଙ୍କ ସହାୟତାରେ ପୂରଣ ହେବ। ବ୍ୟକ୍ତିଙ୍କ ମନଭାବକୁ ଶିଘ୍ର ବୁଝିନେବେ।ହସ୍ତା- ରାଜନୀତିରେ ରହି ଲୋକଙ୍କୁ ସହଯୋଗର ମନବୃତି ପୋଷଣ କରିବେ। ଛାତ୍ରଛାତ୍ରମାନେ ଉଚ୍ଚ ଶିକ୍ଷା କରିବା ପାଇଁ ସୁଯୋଗ ଆସିପାରେ। କର୍ମକ୍ଷେତ୍ରରେ ସବୁ କାର୍ଯ୍ୟ ସୁରୁଖୁରୁରେ ହେଇଯିବ ।ଚିତ୍ରା- ନିଜ ପରିସରରେ ସବୁ କିଛିକୁ ହାଲୁକା ଭାବେ ଗ୍ରହଣ କରିଲେ ଅସୁବିଧାରେ ପଡିପାରନ୍ତ। ଆବଶ୍ୟକତା ପୂରଣ କରିବା ସକାଶେ ଟଙ୍କା,ପଇସା ଧାର କରିପାରନ୍ତି

ପ୍ରତିକାର - ତ୍ରିପୁରା ସୁନ୍ଦରୀଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :

VASTU TIPS

 ମନଟା ବିଭିନ୍ନ କଥାକୁ ନେଇ ଭଲ ନ ଲାଗିବାରୁ କୌଣସି କାମ ପ୍ରତି ଉତ୍ସାହ ରହିବ ନାହିଁ। ଆଜିର ଯାତ୍ରାରେ ଅଭିଳଷିତ ଫଳ ପାଇବେ। କର୍ମକ୍ଷେତ୍ରରେ ଆଶଙ୍କା କରୁଥିବା ଘଟଣା ସେମିତି କିଛି ହେବ ନାହିଁ।ଦ୍ୱିଜା- ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିବେ। ପାରିବାରିକ ସ୍ଥିତି ସୁଧୁରି ଯାଇ ସୁଖ ସମୃଦ୍ଧି ବୃଦ୍ଧି ହେବ। ବ୍ୟବସାୟରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ ।