ମନଟା ବିଭିନ୍ନ କଥାକୁ ନେଇ ଭଲ ନ ଲାଗିବାରୁ କୌଣସି କାମ ପ୍ରତି ଉତ୍ସାହ ରହିବ ନାହିଁ। ଆଜିର ଯାତ୍ରାରେ ଅଭିଳଷିତ ଫଳ ପାଇବେ। କର୍ମକ୍ଷେତ୍ରରେ ଆଶଙ୍କା କରୁଥିବା ଘଟଣା ସେମିତି କିଛି ହେବ ନାହିଁ।
ମୂଳା- ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମାନସିକ ସ୍ଥିତି ଭଲ ରହିବ। ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। ବନ୍ଧୁ ମିତ୍ରମାନଙ୍କର ସହଯୋଗ ପ୍ରାପ୍ତି ହେବା ସହ ଭୂମି, ବାହନ, ଧନସମ୍ପଦ, ବସ୍ତ୍ରଭୂଷଣ ଆଦି ଲାଭ ହେବ। ପୂ,ଷାଢା- ରାଜନୀତିରେ ଶତ୍ରୁମାନେ ପଛଘୁଞ୍ଚା ଦେବେ। ସନ୍ଦେହ ଓ ଭୁଲ୍ ବୁଝାମଣା କାରଣରୁ ଭଲ ସମ୍ପର୍କ ଥିବା ବନ୍ଧୁଟି ଭୁଲ୍ ଧାରଣା ପୋଷଣ କରିପାରେ। ସ୍ଥଗିତକର୍ମ ସମ୍ପାଦନ ଓ ଅର୍ଥ ଲାଭର ଯୋଜନା କରିବା କାମରେ ନିଜକୁ ନିୟୋଜିତ କରିପାରନ୍ତି। ଉ,ଷାଢା- କୌଣସି କାର୍ଯ୍ୟରେ ମଧ୍ୟସ୍ତି କରନ୍ତୁ ନାହିଁ । ପ୍ରସାସନିକ କ୍ଷେତ୍ରରେ ସାହାଯ୍ୟ ପାଇବେ । ମାନସିକ ଅସ୍ଥିରତା କାରଣରୁ କାମ ଉତ୍ସାହପ୍ରଦ ହେବ ନାହିଁ । ବ୍ୟବସାୟରେ ବ୍ୟୟର ଭାର ବଢି ଚାଲିବ ।
ପ୍ରତିକାର – ଶ୍ରୀ ଗଣେଷଙ୍କ ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ହଳଦିଆ
ଶୁଭ ସଂଖ୍ୟା :୩
ମନଟା ବିଭିନ୍ନ କଥାକୁ ନେଇ ଭଲ ନ ଲାଗିବାରୁ କୌଣସି କାମ ପ୍ରତି ଉତ୍ସାହ ରହିବ ନାହିଁ। ଆଜିର ଯାତ୍ରାରେ ଅଭିଳଷିତ ଫଳ ପାଇବେ। କର୍ମକ୍ଷେତ୍ରରେ ଆଶଙ୍କା କରୁଥିବା ଘଟଣା ସେମିତି କିଛି ହେବ ନାହିଁ।ଦ୍ୱିଜା- ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିବେ। ପାରିବାରିକ ସ୍ଥିତି ସୁଧୁରି ଯାଇ ସୁଖ ସମୃଦ୍ଧି ବୃଦ୍ଧି ହେବ। ବ୍ୟବସାୟରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ ।