ମନଟା ବିଭିନ୍ନ କଥାକୁ ନେଇ ଭଲ ନ ଲାଗିବାରୁ କୌଣସି କାମ ପ୍ରତି ଉତ୍ସାହ ରହିବ ନାହିଁ। ଆଜିର ଯାତ୍ରାରେ ଅଭିଳଷିତ ଫଳ ପାଇବେ। କର୍ମକ୍ଷେତ୍ରରେ ଆଶଙ୍କା କରୁଥିବା ଘଟଣା ସେମିତି କିଛି ହେବ ନାହିଁ।
ଅଶ୍ୱିନୀ- ମନଟା ବିଭିନ୍ନ କଥାକୁ ନେଇ ଭଲ ନ ଲାଗିବାରୁ କୌଣସି କାମ ପ୍ରତି ଉତ୍ସାହ ରହିବ ନାହିଁ। ଆଜିର ଯାତ୍ରାରେ ଅଭିଳଷିତ ଫଳ ପାଇବେ। କର୍ମକ୍ଷେତ୍ରରେ ଆଶଙ୍କା କରୁଥିବା ଘଟଣା ସେମିତି କିଛି ହେବ ନାହିଁ। ଦ୍ୱିଜା- ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିବେ। ପାରିବାରିକ ସ୍ଥିତି ସୁଧୁରି ଯାଇ ସୁଖ ସମୃଦ୍ଧି ବୃଦ୍ଧି ହେବ। ବ୍ୟବସାୟରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ।କୃତିକା-ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହୋଇପାରେ। କିଛି ଗୋଳମାଳିଆ ପରିସ୍ଥିତିରେ ମଧ୍ୟସ୍ଥତା କରିଥିବାରୁ ଅନ୍ୟକୁ କୈଫିୟତ୍ ଦେବାକୁ ପଡ଼ିପାରେ।
ପ୍ରତିକାର - କୌଣସି ଛୋଟା ଲୋକଙ୍କୁ କିଛି ସାହାଯ୍ୟ କରନ୍ତୁ।
ଶୁଭ ରଙ୍ଗ :ଲାଲ୍
ଶୁଭ ସଂଖ୍ୟା :୯
ମନଟା ବିଭିନ୍ନ କଥାକୁ ନେଇ ଭଲ ନ ଲାଗିବାରୁ କୌଣସି କାମ ପ୍ରତି ଉତ୍ସାହ ରହିବ ନାହିଁ। ଆଜିର ଯାତ୍ରାରେ ଅଭିଳଷିତ ଫଳ ପାଇବେ। କର୍ମକ୍ଷେତ୍ରରେ ଆଶଙ୍କା କରୁଥିବା ଘଟଣା ସେମିତି କିଛି ହେବ ନାହିଁ।ଦ୍ୱିଜା- ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିବେ। ପାରିବାରିକ ସ୍ଥିତି ସୁଧୁରି ଯାଇ ସୁଖ ସମୃଦ୍ଧି ବୃଦ୍ଧି ହେବ। ବ୍ୟବସାୟରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ ।