• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 24th May 2023: ଏହି ରାଶିର ବ୍ୟକ୍ତି ଆଜି ସାବଧାନ ରୁହନ୍ତୁ, ଦୁର୍ଘଟଣାର ଭୟ ରହିଛି

ସୌର ବୃଷ ମାସ ଜ୍ୟେଷ୍ଠ ଶୁକ୍ଲପକ୍ଷ । ଇଂରାଜୀରେ ୨୪ ତାରିଖ ବୁଧବାର, ଚନ୍ଦ୍ର – ମିଥୁନ ଦିବା ୦୮.୨୭ ଗତେ କର୍କଟ, ତିଥି – ୫ମୀ ରାତ୍ରି ୦୩.୦୧ ଗତେ ୬ଷ୍ଠୀ, ଘାତ ଚନ୍ଦ୍ର – କନ୍ୟା ଦିବା ୦୮.୨୭ ପର୍ଯ୍ୟନ୍ତ, ଘାତ ବାର – କର୍କଟ, ପୁଷ୍କର ଦୋଷ – ୧ ପାଦ -କୁଟୁମ୍ଭ ହାନି- ତିଳକାଞନ ଦାନ ଦିବା ୦୩.୦୬ ପର୍ଯ୍ୟନ୍ତ

Taurus

ବୃଷ

Wednesday 24 May 2023

କୃତିକା- ନୂଆ ବ୍ୟବସାୟରେ ପୁଞ୍ଜି ଲଗାଇଲେ ଆପଣଙ୍କୁ ଦିଗୁଣା ଲାଭ ମିଳିବ । ସ୍ୱାସ୍ଥ୍ୟ ପରୀକ୍ଷା ଲାଗି ଅଧିକ ଖର୍ଚ୍ଚ ହୋଇପାରେ । ଅନେକ ସମସ୍ୟାର ସମାଧାନ ହୋଇଯିବ । ବଜାରରେ ଦ୍ରୁତ ପରିବର୍ତ୍ତନ ସହ ବ୍ୟବସାୟୀ ମାନେ ଆଗକୁ ଆଗେଇବେ

ରୋହିଣୀ- କର୍ମକ୍ଷେତ୍ରରେ ଆପଣଙ୍କ ପ୍ରତି ଉଚ୍ଚ ଅଧିକାରୀଙ୍କ ବ୍ୟବହାର ସକାରତ୍ମକ ରହିବ । ଶିକ୍ଷାର୍ଥୀମାନେ ନିଜର ପ୍ରତିଭାକୁ ବିକଶିତ କରିବା ଲାଗି ଅବସର ପାଇବେ । ବୈଜ୍ଞାନିକ ମାନେ ନୂତନ ତଥ୍ୟ ହାସଲରେ ଚେଷ୍ଟିତ ରହିବେ    

ମୃଗଶିରା- କୋର୍ଟର ନିଷ୍ପତ୍ତି ଆପଣଙ୍କ ପକ୍ଷରେ ହେବ । ମହିଳାମାନଙ୍କର ଦିନଟି ଶୁଭ ରହିବ । ସରକାରୀ କ୍ଷେତ୍ରରେ ସମ୍ମାନ ଜନକ କାର୍ଯ୍ୟ କରି ବିଦେଶ ଯାତ୍ରା କରିପାରନ୍ତି । ସଙ୍ଗୀତକାର ମାନଙ୍କୁ ବହୁତ ପରିଶ୍ରମ କରିବାକୁ ପଡିପାରେ     

ପ୍ରତିକାର – ମା କମଳାଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :