• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 24th May 2023: ଏହି ରାଶିର ବ୍ୟକ୍ତି ଆଜି ସାବଧାନ ରୁହନ୍ତୁ, ଦୁର୍ଘଟଣାର ଭୟ ରହିଛି

ସୌର ବୃଷ ମାସ ଜ୍ୟେଷ୍ଠ ଶୁକ୍ଲପକ୍ଷ । ଇଂରାଜୀରେ ୨୪ ତାରିଖ ବୁଧବାର, ଚନ୍ଦ୍ର – ମିଥୁନ ଦିବା ୦୮.୨୭ ଗତେ କର୍କଟ, ତିଥି – ୫ମୀ ରାତ୍ରି ୦୩.୦୧ ଗତେ ୬ଷ୍ଠୀ, ଘାତ ଚନ୍ଦ୍ର – କନ୍ୟା ଦିବା ୦୮.୨୭ ପର୍ଯ୍ୟନ୍ତ, ଘାତ ବାର – କର୍କଟ, ପୁଷ୍କର ଦୋଷ – ୧ ପାଦ -କୁଟୁମ୍ଭ ହାନି- ତିଳକାଞନ ଦାନ ଦିବା ୦୩.୦୬ ପର୍ଯ୍ୟନ୍ତ

Pisces

ମୀନ

Wednesday 24 May 2023

ପୂ, ଭାଦ୍ରପଦ- ଉଚ୍ଚ ସ୍ଥାନରୁ ପଡି ଯାଇ ଗୋଡରେ ଆଘାତ ଲାଗିପାରେ ।  ଘରର ପରିବେଶ ଶାନ୍ତିପୂର୍ଣ୍ଣ ରହିବ । କାମରେ ଆପଣଙ୍କର ଏକାଗ୍ରତା ବଜାୟ ରହିବ । ପ୍ରେମୀଯୁଗଳ ଏକାନ୍ତରେ ସମୟ କାଟିବେ
ଉ, ଭାଦ୍ରପଦ- ବ୍ୟବସାୟରେ ଅଚାନକ ଧନ ଲାଭ ହୋଇପାରେ । ଛାତ୍ରଛାତ୍ରୀମାନେ ସୁଖ୍ୟାତି ଅର୍ଜନ କରିବା ସହିତ ସବୁ ପ୍ରକାର ସହଯୋଗ କରିବେ । ରାଜନୀତିରେ ଆର୍ଥିକ ଲାଭ ମିଳିବ । ସାହିତ୍ୟିକଙ୍କ ଲାଗି ଦିନଟି ଭଲ ରହିବ
ରେବତୀ- ଓକିଲ ପୁରୁଣା ମକଦ୍ଦମାରେ ଜୟଲାଭ କରିବେ । ମହିଳାମାନେ ସୁନା ଅଳଙ୍କାର କିଣିବା ଲାଗି ଭାବିବେ ।  ଦୃଢସଂକଳ୍ପ ଓ ଆତ୍ମବିଶ୍ୱାସ ଭରପୁର ରହିବ  ଏବଂ ଅଧିକ ଧନ ଅର୍ଜନ କରିବାର ରାସ୍ତା ଖୋଲିଯିବ

ପ୍ରତିକାର –  ଗୋମାତାଙ୍କୁ ଗୁଡ,ବୁଟ, ପାଚୀଲା କନ୍ଦଳୀ ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :