• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 24th May 2023: ଏହି ରାଶିର ବ୍ୟକ୍ତି ଆଜି ସାବଧାନ ରୁହନ୍ତୁ, ଦୁର୍ଘଟଣାର ଭୟ ରହିଛି

ସୌର ବୃଷ ମାସ ଜ୍ୟେଷ୍ଠ ଶୁକ୍ଲପକ୍ଷ । ଇଂରାଜୀରେ ୨୪ ତାରିଖ ବୁଧବାର, ଚନ୍ଦ୍ର – ମିଥୁନ ଦିବା ୦୮.୨୭ ଗତେ କର୍କଟ, ତିଥି – ୫ମୀ ରାତ୍ରି ୦୩.୦୧ ଗତେ ୬ଷ୍ଠୀ, ଘାତ ଚନ୍ଦ୍ର – କନ୍ୟା ଦିବା ୦୮.୨୭ ପର୍ଯ୍ୟନ୍ତ, ଘାତ ବାର – କର୍କଟ, ପୁଷ୍କର ଦୋଷ – ୧ ପାଦ -କୁଟୁମ୍ଭ ହାନି- ତିଳକାଞନ ଦାନ ଦିବା ୦୩.୦୬ ପର୍ଯ୍ୟନ୍ତ

Leo

ସିଂହ

Wednesday 24 May 2023

ମଘା –  ଦୁର୍ଘଟଣାର ବିଶେଷ ଭୟ ନାହିଁ, ତଥାପି ସାବଧାନ ରୁହନ୍ତୁ । ନୂଆ ନୂଆ ଲୋକଙ୍କ ସହ ସମ୍ପର୍କ ସ୍ଥାପନ କରିବେ । ବିଦେଶରେ କାମ କରୁଥିବା ଲୋକମାନେ ପଦୋନ୍ନତି ପାଇ ପାରିବେ ।   ପରିବାରରେ ହସ ଖୁସିର ପରିବେଶ ରହିବ ।
ପୂ , ଫାଲଗୁନୀ –  ବ୍ୟବସାୟରେ ଉନ୍ନତି ସହିତ ଅନେକ ସୁବିଧା ସୁଯୋଗ ପ୍ରାପ୍ତି ହେବ । ପୋଲିସ୍ ଓ ଟିକସ କର୍ମଚାରୀ ମାନଙ୍କ ଠାରୁ ଆକସ୍ମିକ ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି । କ୍ୟାରିୟରରେ ଭଲ ଫଳାଫଳ ପାଇବେ ।  
ଉ ,ଫାଲଗୁନୀ –  କର୍ମକ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତାଙ୍କ ସହିତ ମତାନ୍ତର ଫଳରେ ସେମାନେ ଆପଣଙ୍କୁ ବିରୁଦ୍ଧାଚରଣ କରିବେ । ସମସ୍ତ ବାଧାକୁ ସଂଘର୍ଷ କରି ଆଗକୁ ବଢିପାରିବେ । ମହିଳାମାନଙ୍କର କାହା ସହିତ ତାଳମେଳ ରହିବ ନାହିଁ । 

ପ୍ରତିକାର – ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ ଥୋଇ ପ୍ରଣାମ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :