• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 24th May 2023: ଏହି ରାଶିର ବ୍ୟକ୍ତି ଆଜି ସାବଧାନ ରୁହନ୍ତୁ, ଦୁର୍ଘଟଣାର ଭୟ ରହିଛି

ସୌର ବୃଷ ମାସ ଜ୍ୟେଷ୍ଠ ଶୁକ୍ଲପକ୍ଷ । ଇଂରାଜୀରେ ୨୪ ତାରିଖ ବୁଧବାର, ଚନ୍ଦ୍ର – ମିଥୁନ ଦିବା ୦୮.୨୭ ଗତେ କର୍କଟ, ତିଥି – ୫ମୀ ରାତ୍ରି ୦୩.୦୧ ଗତେ ୬ଷ୍ଠୀ, ଘାତ ଚନ୍ଦ୍ର – କନ୍ୟା ଦିବା ୦୮.୨୭ ପର୍ଯ୍ୟନ୍ତ, ଘାତ ବାର – କର୍କଟ, ପୁଷ୍କର ଦୋଷ – ୧ ପାଦ -କୁଟୁମ୍ଭ ହାନି- ତିଳକାଞନ ଦାନ ଦିବା ୦୩.୦୬ ପର୍ଯ୍ୟନ୍ତ

Virgo

କନ୍ୟା

Wednesday 24 May 2023

ଉ- ଫାଲ୍‌ଗୁନୀ- ଶାରୀରିକ ଅସୁସ୍ଥତା ଅନୁଭବ କରିବେ । ନିତିଦିନିଆ କାମ ସହଜରେ ପୂରା ହୋଇଯିବ । ଜୀବନସାଥିଙ୍କ ସହଯୋଗରେ ଆଗକୁ ବଢିବାର ସୁଯୋଗ ପାଇବେ । ବ୍ୟବସାୟରେ ଧନଲାଭର ନୂଆ ଉତ୍ସ ତଲାସ କରିବେ
ହସ୍ତା- ଛାତ୍ରଛାତ୍ରୀମାନେ ସେମାନଙ୍କ ପରିଶ୍ରମ ଅନୁଯାୟୀ ଫଳ ମିଳିବ । ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିମାନେ ମାନ ସମ୍ମାନ ପାଇବେ । ନିଜ ସିଦ୍ଧାନ୍ତରେ ଅଟଳ ରହିବା ଫଳରେ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ
ଚିତ୍ରା- ଜମିଜମା କ୍ରୟ ବା ନୂତନ ଗୃହ ନିର୍ମାଣ କରିବେ ।  ଶତ୍ରୁମାନେ ମଥାନତ କରିବେ । ମହିଳାମାନେ କର୍ମକ୍ଷେତ୍ରରେ ପଦୋନ୍ନତିର ସଂକେତ ପାଇବେ । ଖେଳାଳିମାନେ ସତର୍କ ରହିବା ଆବଶ୍ୟକ

ପ୍ରତିକାର -  ତ୍ରିପୁରା ସୁନ୍ଦରୀଙ୍କର  ପୂଜା, ପାଠ କରନ୍ତୁ 

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :